Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଉପ କାରାଗାର ପରିସରରେ ଉଦଘାଟିତ ହେଲା ପାଠାଗାର
ଆଞ୍ଚଳିକ

ବାଣପୁର ଉପ କାରାଗାର ପରିସରରେ ଉଦଘାଟିତ ହେଲା ପାଠାଗାର

June 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଉପ କାରାଗାର ପରିସରରେ ଏକ ପାଠାଗାର ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ସେଣ୍ଟ ଜାଭିଅର ହାଇସ୍କୁଲ ପକ୍ଷରୁ ଉକ୍ତ ପାଠାଗାରକୁ ଉପ କାରାଗାର ପରିସରରେ ଖୋଲାଯାଇଛି। ଉକ୍ତ ମହତ କାର୍ଯ୍ୟରେ ସଂପୂର୍ଣ୍ଣ ସହଯୋଗ କରିଥିଲେ ଜେଲ ସୁପରିଟେଣ୍ଡେଣ୍ଟ ଜଗତ ବିହାରୀ ରାଉତରାୟ।

ଆଜିର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବାଣପୁର ସେଣ୍ଟ ଜାଭିଅର ହାଇସ୍କୁଲ ପରିଚାଳକ ଡାକ୍ତର ଶକ୍ତି ପ୍ରସାଦ ମହାନ୍ତି, ବିଶିଷ୍ଟ ବାସ୍ତୁବିଦ, ରାଜ୍ୟ ସମାଜସେବୀ ମହାସଂଘର ପ୍ରତିଷ୍ଠାତା ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ, ବିଦ୍ୟାଳୟର ସଦସ୍ୟ ରବି ନାରାୟଣ ହୋତା ଏବଂ ସତ୍ୟ ନାରାୟଣ ପ୍ରଧାନ ଆଦି ଉପସ୍ଥିତ ଥିଲେ।

ତେବେ ଜେଲ ସୁପରିଟେଣ୍ଡେଣ୍ଟଙ୍କ ପ୍ରଚେଷ୍ଟା ଲାଗି ଏହା ସମ୍ଭବ ହୋଇପାରିଛି ବୋଲି ବିଦ୍ୟାଳୟ ପରିଚାଳକ ଡ଼ା ମହାନ୍ତି କହିବା ସହ ଏଥିନିମନ୍ତେ ତାଙ୍କୁ ପ୍ରଶଂସା ମଧ୍ୟ କରିଛନ୍ତି।  ତେବେ ଆଗକୁ ମଧ୍ୟ କାରାଗାରରେ ଏପରି ବିଭିନ୍ନ ସଂସ୍କାରମୂଳକ କାର୍ଯ୍ୟକ୍ରମ ଜାରି ରହିବ ବୋଲି ଜେଲ ସୁପରିଟେଣ୍ଡେଣ୍ଟଙ୍କ ଶ୍ରୀ ରାଉତରାୟ କହିଛନ୍ତି। ସେଣ୍ଟ ଜାଭିଅର ହାଇସ୍କୁଲର ଉକ୍ତ କାର୍ଯ୍ୟକୁ ସମସ୍ତେ ଭୂୟାଁସୀ ପ୍ରଶଂସା କରିଛନ୍ତି।

ପାଠାଗାର ବାଣପୁର ଉପ କାରାଗାର ସେଣ୍ଟ ଜାଭିଅର ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.