Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଦଳିଲା ନିଷ୍ପତ୍ତି: ବାଣପୁର ଥାନାର ନୂଆ ଆଇଆଇସି ହେବେ ଜୟ ପ୍ରକାଶ ପରିଡ଼ା
ଆଞ୍ଚଳିକ

ବଦଳିଲା ନିଷ୍ପତ୍ତି: ବାଣପୁର ଥାନାର ନୂଆ ଆଇଆଇସି ହେବେ ଜୟ ପ୍ରକାଶ ପରିଡ଼ା

June 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ପୁଣି ବଦଳିଲା ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାର ନୂତନ ଆଇଆଇସି ନିଯୁକ୍ତି ବିଜ୍ଞପ୍ତି। ନିକଟରେ ଖୋର୍ଦ୍ଧା ଏସପି ବାଣପୁର ଥାନାର ନୂତନ ଆଇଆଇସି ଭାବେ ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ରଶ୍ମି ରଞ୍ଜନ ଦାସଙ୍କୁ ନିଯୁକ୍ତି ଦେଇଥିବା ବେଳେ ଆଜି ଉକ୍ତ ବିଜ୍ଞପ୍ତିରେ ପରିବର୍ତ୍ତନ କରାଯାଇଛି। ଜିଲ୍ଲା ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତିକ୍ରମେ ବାଣପୁର ଥାନାର ନୂତନ ଆଇଆଇସି ଭାବେ ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ଜୟ ପ୍ରକାଶ ପରିଡ଼ାଙ୍କୁ ନିଯୁକ୍ତି ଦିଆଯାଇଛି।

ପୁର୍ବରୁ ଶ୍ରୀ ପରିଡାଙ୍କୁ ବାଲୁଗାଁ ଅତିରିକ୍ତ ଆଇଆଇସି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ତାହାକୁ ଅପସାରିତ କରାଯାଇଛି।

ସେହିପରି ଭାବେ ଇନ୍ସପେକ୍ଟର ରଶ୍ମି ରଞ୍ଜନ ଦାସଙ୍କୁ ପୁନର୍ବାର ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଅନୁରୂପ ଭାବେ ବାଣପୁର ଥାନା ଅତିରିକ୍ତ ଆଇଆଇସି କାହ୍ନୁ ଚରଣ ସ୍ୱାଇଁଙ୍କୁ ଟାଉନ ଥାନା ଅତିରିକ୍ତ ଆଇଆଇସି ଭବେ ବଦଳି କରାଯାଇଛି।

ଜୟ ପ୍ରକାଶ ପରିଡ଼ା ନୂଆ ଆଇଆଇସି ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026
Latest News

ମହାଶିବରାତ୍ରୀରେ ଏହି ରଙ୍ଗର ପୋଷାକ ପିନ୍ଧିବା ଶୁଭ!, ଖୁସି ହୁଅନ୍ତି ଭଗବାନ ଶିବ

February 15, 2026

ଏହି ରାଜ୍ୟର ୧୨ ଜିଲ୍ଲାରେ ୩ଟି ରେଳ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 15, 2026

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ: “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

February 15, 2026

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.