Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: କାୟାତୋଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଚାଳକ ଗୁରୁତର
ଆଞ୍ଚଳିକ

ବାଣପୁର: କାୟାତୋଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଚାଳକ ଗୁରୁତର

July 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ କାୟାତୋଟା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ଅପରାହ୍ନରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗରେ କାର୍ଯ୍ୟରତ ଆଟେଣ୍ଡାଣ୍ଟ ବିଶ୍ୱମ୍ଭର ନାୟକ କ୍ଷିପ୍ର ଗତିରେ ନିଜ ଗ୍ରାମ ଗୁଆଲଡିହରୁ ବାଇକ ଯୋଗେ କଲେଜ ଯାଉଥିବା ବେଳେ କାୟାତୋଟା ନିକଟରେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ଗଞ୍ଜାମ ଜିଲ୍ଲା କୁମାରୀପାରି ଅଞ୍ଚଳର ମାଛ ବେପାରି ଶିବ ବେହେରାଙ୍କ ମୋପେଟକୁ ଧକ୍କା ଦେଇ ପୁନଶ୍ଚ ଏକ ଗଛରେ ପିଟି ହୋଇଯାଇଥିଲେ। ଫଳରେ ଉଭୟ ଗାଡ଼ି ଚାଳକ ଛିଟିକରି ତଳେ ପଡିଯାଇଥିଲେ।  ସଙ୍ଗେସଙ୍ଗେ ଉଭୟଙ୍କୁ ସ୍ଥାନୀୟ ଲୋକେ ବାଣପୁର ମେଡିକାଲ ନେଇଥିବା ବେଳେ ବିଶ୍ୱମ୍ଭରଙ୍କ ଅବସ୍ଥା ଗୁରୁତର ଥିବାର ଜଣାପଡିଛି। ତାଙ୍କୁ ଡାକ୍ତର ଭୁବନେଶ୍ୱର ସ୍ଥାନାନ୍ତରିତ କରିଥିବାର ଜଣାପଡିଛି।

ବାଇକ ଚାଳକ ଗୁରୁତର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ସରକାରଙ୍କ ନିୟମକୁ ଅଣଦେଖା: ଅସୁରକ୍ଷିତ ଭାବରେ କାର୍ଯ୍ୟ କରୁଛନ୍ତି ଶ୍ରମିକ

June 12, 2026

ଭାରତୀୟ ଜାହାଜ ଉପରେ ଆକ୍ରମଣ ପ୍ରସଙ୍ଗ: ବିବୃତ୍ତି ଜାରି କଲେ ଟ୍ରମ୍ପ

June 12, 2026

Kolkata Fire: କୋଲକାତାରେ ବଡ ଧରଣର ଅଗ୍ନିକାଣ୍ଡ, ୪,୦୦୦ ଇଭିଏମ ଜଳିପୋଡି ଛାରଖାର

June 12, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା

June 12, 2026

ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍‌ସରଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.