Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯୁବ ଗୋଷ୍ଟୀ ଉଦ୍ୟମରେ ନିର୍ମାଣ ହେଲା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ
ଆଞ୍ଚଳିକ

ଯୁବ ଗୋଷ୍ଟୀ ଉଦ୍ୟମରେ ନିର୍ମାଣ ହେଲା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ

July 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ନାକଟିଦେଉଳ ବ୍ଲକ ବଳମ ପଂଚାୟତ ଉପରମୁଣ୍ଡା ଗ୍ରାମରେ ହରି ଫାଉଣ୍ଡେସନ ଓ ଯୁବଗୋଷ୍ଟୀଙ୍କ ମିଳିତ ଉଦ୍ୟମରେ ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇ ଉଦଘାଟନ ହୋଇଯାଇଛି।

ସୂଚନାନୁସାରେ ଉପରମୁଣ୍ଡା ଗ୍ରାମର ଦୋଳ ଯାତ୍ରା ପଡିଆ ଠାରେ ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ପାଇଁ ଗାଁ ଲୋକେ ପଞ୍ଚାୟତ କର୍ତୃପକ୍ଷଙ୍କୁ ବାରମ୍ବାର ଅନୁରୋଧ କରିଥିଲେ। ହେଲେ ପଞ୍ଚାୟତ କର୍ତୃପକ୍ଷ ଏଠାରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଦିଗରେ କୋୖଣସି ପଦକ୍ଷେପ ନେଇନଥିଲେ।

ଶେଷରେ ଗ୍ରାମର ଯୁବଗୋଷ୍ଟୀ ଏକାଠି ହୋଇ ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ ଚାନ୍ଦା ଆଦାୟ କରି ନିର୍ମାଣ କରିଛନ୍ତି।

ଏହି ଉଦଘାଟନ ଉତ୍ସବରେ ସମାଜସେବୀ ତଥା ବରିଷ୍ଠ ବିଜେପି ନେତା ଗୋବିନ୍ଦ ଅଗ୍ରୱାଲ ଏବଂ ଗ୍ରାମ ସଭାପତି କୁଶଧର ମାଝୀ ଅତିଥିଭାବେ ଯୋଗ ଦେଇ ପାନୀୟ ଜଳ ପ୍ରକଳ୍ପକୁ ଉଦଘାଟନ କରିଥିଲେ।

ପ୍ରକଳ୍ପ ନିର୍ମାଣରେ ଗ୍ରାମର ଦିନ ଅଗ୍ରୱାଲ, ନନ୍ଦ ସାହୁ, ଶରତ କୁମାର ପ୍ରଧାନ, ନିଗମାନନ୍ଦ ସାହୁ, ରଞ୍ଜନ ପ୍ରଧାନ, ସରଜୁ ରାଉଳ, ହୁସେନ ସାହୁ, ଲାଣ୍ଡୁ ସାହୁ, ଶେଷଦେବ ମାଝୀ, ଅଜିତ ସାହୁ, ରମାକାନ୍ତ ପ୍ରଧାନ, କ୍ଷୀରୋଦ ପ୍ରଧାନ, ଅଜିତ ମାଝିଙ୍କ ସମେତ ଯୁବଗୋଷ୍ଟୀ ଆର୍ଥିକ ସହଯୋଗ କରିଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.