Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ସଡ଼କ ଦୁର୍ଘଟଣାରେ ନନ୍ଦପୁର ଗ୍ରାମର ଯୁବକ ମୃତ
ଆଞ୍ଚଳିକ

ବାଲୁଗାଁ: ସଡ଼କ ଦୁର୍ଘଟଣାରେ ନନ୍ଦପୁର ଗ୍ରାମର ଯୁବକ ମୃତ

July 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଖଡ଼ିକାପଲ୍ଲୀ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ବାଲୁଗାଁ ପୋଲିସର ସୂଚନା ମୁତାବକ ବାଣପୁର ଥାନା ନନ୍ଦପୁର ଗ୍ରାମର ଭିକାରି ପ୍ରଧାନ (୨୯) ଅନ୍ୟ ଦୁଇ ଜଣ ସହଯୋଗୀଙ୍କ ସହିତ ଗତକାଲି ବିଳମ୍ବିତ ରାତ୍ରିରେ ଏକ ବାଇକ ଯୋଗେ ନାଭାଲରୁ ବାଣପୁର ଅଭିମୁଖେ ଯାଉଥିବା ବେଳେ ଏକ କାର ତାଙ୍କୁ ଧକ୍କା ଦେଇଥିଲା। ସଙ୍ଗେସଙ୍ଗେ ବାଲୁଗାଁ ପୋଲିସ ଖବର ପାଇ ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ଭିକାରିଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ବାଲୁଗାଁ ପୋଲିସ କେଶ ନମ୍ବର ୧୩୮/୨୨ ରେ ଏକ ମାମଲା ରୁଜୁ କରି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି। ଅପରପକ୍ଷେ ଘଟଣାର ତଦନ୍ତ ଜାରି ରହିଥିବା ବାଲୁଗାଁ ଥାନ ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକ କହିଛନ୍ତି।

ବାଲୁଗାଁ ଯୁବକ ମୃତ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.