Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ବିଶିଷ୍ଟ ସମାଜସେବୀ ସ୍ବର୍ଗତ ଅଶୋକ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା: ବିଶିଷ୍ଟ ସମାଜସେବୀ ସ୍ବର୍ଗତ ଅଶୋକ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ

July 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଚିଲିକା ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ଅଶୋକ ଦାସଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ବାଣପୁର ସ୍ଥିତ ବାସଭବନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶ୍ରାଦ୍ଧବାର୍ଷିକୀରେ ଚିଲିକା ନିର୍ବାଚନମଣ୍ଡଳିର ବହୁ ରାଜନେତା, ସମାଜସେବୀ, ବୁଦ୍ଧିଜୀବୀ, ସାମ୍ବାଦିକ, ପ୍ରଶାସନିକ ଅଧିକାରୀ ଏବଂ ଜନସାଧାରଣମାନେ ଯୋଗଦେଇ ଶ୍ରୀ ଦାସଙ୍କ ସ୍ମୃତିଚାରଣ କରିଥିଲେ। ସଭାଶେଷରେ ଅତିଥିମାନଙ୍କ ଦ୍ୱାରା ସ୍ୱର୍ଗତ ଶ୍ରୀ ଦାସଙ୍କ ସ୍ମୃତିରେ ଏକ ପୁସ୍ତକ ଉନ୍ମୋଚନ କରାଯାଇଥିଲା।

ସୂଚନା ଥାଉକି ୧୯୫୧ ମସିହା ଡିସେମ୍ବର ମାସ ୫ ତାରିଖରେ ବାଣପୁର ମାଟିର ବରପୁତ୍ର ସ୍ଵର୍ଗତ ବାମନ ଚରଣ ଦାସଙ୍କ କୋଳରୁ ଜନ୍ମିତ ଅଶୋକ ଚିଲିକା ଅଞ୍ଚଳରେ ଅନେକ ସଂଗଠନ ପାଇଁ କାର୍ଯ୍ୟ କରି ଜନ ସେବା କରୁଥିଲେ। ସେ ଅଞ୍ଚଳର ଅନେକ ସମାଜ ସେବା କାର୍ଯ୍ୟରେ ପ୍ରତ୍ୟେକ୍ଷ ଭାବେ ଜଡିତ ରହୁଥିଲେ। ଅଶୋକ ମଧ୍ୟ ଜଣେ ଜନପ୍ରିୟ ନେତା ଭାବେ ପରିଚିତ ଥିଲେ। ସେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବହୁ ବିକାଶ ମୂଳକ କାର୍ଯ୍ୟ କରିଥିଲେ। ଯାହା ଏବେ ବି ଲୋକଙ୍କ ମନରୁ ଲିଭିନି। ଅଶୋକ ଦାସ ୧୯୯୨ ମସିହାରୁ ୧୯୯୭ ମସିହା ପର୍ଯ୍ୟନ୍ତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବହୁ ପ୍ରଶଂସା ଲାଭ କରିଥିଲେ।

ଚିଲିକା ବାଣପୁର ବିଶିଷ୍ଟ ସମାଜସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026
Latest News

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ଆଜି ଅନ୍ତର୍ଜାତୀୟ ଚା ଦିବସ, ଜାଣନ୍ତୁ ଚା’ର ପ୍ରକାର ବିଷୟରେ

May 21, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.