Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଦେବଦୁତ ସାଜିଲା ଅଗ୍ନିଶମ ବାହିନୀ, ଜଳବନ୍ଦିରୁ ଉଦ୍ଧାର ହେଲେ ଗର୍ଭବତୀ ମହିଳା
ଆଞ୍ଚଳିକ

ବାଣପୁର: ଦେବଦୁତ ସାଜିଲା ଅଗ୍ନିଶମ ବାହିନୀ, ଜଳବନ୍ଦିରୁ ଉଦ୍ଧାର ହେଲେ ଗର୍ଭବତୀ ମହିଳା

July 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଲଗାଣ ବର୍ଷା ଫଳରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଏବଂ ଏନଏସି ର ବହୁ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ କେତେକ ସଡ଼କ ବାହ୍ୟ ଜଗତରୁ ବିଛିନ୍ନ ହୋଇପଡିଛି।  ଏକାଧିକ ବାସିନ୍ଦାଙ୍କ ଘରେ ଫୁଟେ ଫୁଟେ ପାଣି ପ୍ରବେଶ କରିଥିବା ବେଳେ ଜନସାଧାରଣଙ୍କୁ ଉଦ୍ଧାର କରିବାରେ ସମ୍ପୂର୍ଣ୍ଣ ଫେଲ ମାରିଛି ପ୍ରଶାସନ। ଜନସାଧାରଣମାନେ ଏହି ବିପଦ ସମୟରେ ନିର୍ବାଚିତ ଜନ ପ୍ରତିନିଧିଙ୍କୁ ଖୋଜୁଥିବା ବେଳେ କାହାର ଦେଖା ମିଳୁନଥିବା ଅଭିଯୋଗ କରିଛନ୍ତି।

ତେବେ ଉକ୍ତ ବିଭିଷିକା ମଧ୍ୟରେ ଏକ ପରିବାର ଜଳବନ୍ଦୀରେ ଦୀର୍ଘ ଘଣ୍ଟାଧରି ଫସିରହିଥିବା ବେଳେ ଶେଷରେ ସେମାନଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ।

https://thesamikhsya.com/odia/wp-content/uploads/2022/07/WhatsApp-Video-2022-07-17-at-6.50.11-PM.mp4

ସୂଚନା ମୁତାବକ ବାଣପୁର ବ୍ଲକ ଅନ୍ତର୍ଗତ କୋତରି ଗ୍ରାମର ଏକ ପରିବାରର ଚାରି ଜଣ ସଦସ୍ୟ ଜଳବନ୍ଦୀରେ ଦୀର୍ଘ ସମୟ ଧରି ଫସି ରହିଥିଲେ। ଯେଉଁଥିରେ ଜଣେ ଗର୍ଭବତୀ ମହିଳା ମଧ୍ୟ ଥିଲେ। ଖବର ପାଇ ଖୋର୍ଦ୍ଧା ଏଏଫଓ ଙ୍କ ନିର୍ଦ୍ଦେଶକ୍ରମେ ତୁରନ୍ତ ଉକ୍ତ ସ୍ଥାନକୁ ବାଣପୁର ଓ ବାଲୁଗାଁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ଉକ୍ତ ପରିବାରର ସମସ୍ତ ଚାରି ଜଣ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିଛନ୍ତି।

ତେବେ ବିପଦ ସମୟରେ ଦେବଦୂତ ସାଜିଥିବା ଅଗ୍ନିଶମ ବାହିନୀର ଉକ୍ତ କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରିଛନ୍ତି।

ଅଗ୍ନିଶମ ବାହିନୀ ଗର୍ଭବତୀ ମହିଳା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ NSS ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

September 8, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.