Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚୁକ୍ତିଭିତ୍ତିକ ଉଛେଦ ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଦାବି ଜଣେଇଲା ଚୁକ୍ତିଭିତିକ ମହାସଙ୍ଘ
ଆଞ୍ଚଳିକ

ଚୁକ୍ତିଭିତ୍ତିକ ଉଛେଦ ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଦାବି ଜଣେଇଲା ଚୁକ୍ତିଭିତିକ ମହାସଙ୍ଘ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚୁକ୍ତିଭିତ୍ତିକ ଉଛେଦ ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଦାବି ଜଣେଇଲା ଚୁକ୍ତିଭିତିକ ମହାସଙ୍ଘ

ଭୁବନେଶ୍ବର: ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ଆଜି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘର ସଭାପତି ବିଜୟ ମଲ୍ଲଙ୍କ ନେତୃତ୍ୱରେ ତିନିଜଣିଆ କମିଟି ମୁଖ୍ୟଶାସନ ସଚିବଙ୍କୁ ଭେଟି ଚୁକ୍ତିଭିତ୍ତିକ ମହାସଙ୍ଘକୁ ଦେଇଥିବା ପ୍ରତିଶୁତି ପୁରଣ କରିବା ପାଇଁ ଅନୁରୋଧ କରିଛନ୍ତି। ପ୍ରତିଉତ୍ତରରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟସରକାର ସକାରାତ୍ମକ ବିଚାରଧାରା ରଖିଛନ୍ତି ଏବଂ ପର‌୍ୟାୟ କ୍ରମେ ମହାସଙ୍ଘର ସମସ୍ତ ଦାବି ପୂରଣ କରାଯିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମହାସଂଘର ନେତୃବୃନ୍ଦଙ୍କୁ ପ୍ରତିଶୃତି ଦେଇଛନ୍ତି।

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ବିରୋଧରେ ରାଜ୍ୟବ୍ୟାପି ଚାଲିଥିବା ଦସ୍ତଖତ ଅଭିଯାନ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ବ୍ଲକ ଠାରୁ ଜିଲା ପଯ୍ୟନ୍ତ ବିଡ଼ିଓ, ତହସିଲଦାର, ବିଇଓ,ଡିଇଓ, ଜିଲ୍ଲାପାଳ ତଥା ସମସ୍ତ ବିଧାୟକଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଉଛି। ରାଜ୍ୟ ସରକାର ଚୁକ୍ତିଭିତ୍ତିକ ମହାସଙ୍ଘର ସମସ୍ତ ଦାବି ମାନିନେବେ ବୋଲି ସଂଘ ଆଶାବ୍ୟକ୍ତ କରିଛନ୍ତି।

ଯଦି ରାଜ୍ୟ ସରକାର ଯଥାଶୀଘ୍ର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ସମସ୍ତ ଦାବି ନମାନନ୍ତି ତେବେ ଆସନ୍ତା ଦିନରେ ହଜାର ହଜାର ଚୁକ୍ତିଭିତ୍ତିକ କର୍ମଚାରୀ କାମ ବନ୍ଦ କରି ଆନ୍ଦୋଳନରେ ସାମିଲ ହେବେ ବୋଲି ଉପଦେଷ୍ଟା ପ୍ରଭାତ ମହାନ୍ତି,ସମ୍ପାଦକ କ୍ଷିତିଶ ପଣ୍ଡା,ସଙ୍ଘଠନ ସମ୍ପାଦକ ପ୍ରଶାନ୍ତ ରାଉତରାୟ ପୂର୍ଣଚଦ୍ର ଆଏଚ,ଶୁବ୍ରଜିତ ପତିହାରି,ପଞ୍ଚାନନ ଜେନା,ବିଶ୍ବଜିତ୍ ବିଶ୍ବାଳ,ରାଜେଦ୍ର ମଲିକ, ଆଦିତ୍ୟ ନାରାୟଣ ସ୍ୱାଇଁ, ଅକ୍ଷୟ ପାଢ଼ୀ ଉପସଭାପତି ପ୍ରଭାସ ଭୋଇ, ପ୍ରୀତିରଞ୍ଜନ ପ୍ରଧାନ, ଜୀବନ ମହାନ୍ତି, ,ଯୁଗ୍ମ ସମ୍ପାଦକ ଅଶୋକ ଗୌଡ଼, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ପ୍ରଶାନ୍ତ କର,ଅନିତା ବେହେରା,ଲୋଜାଳିନ ପଣ୍ଡା, ଅଳକା ମହାନ୍ତି,ରଶ୍ମି ଦାସ,ବାବୁଲ ନାୟକ, ଶିବ ଶଙ୍କର ସାହୁ ପ୍ରମୁଖ ପ୍ରେସ ବ୍ରିବୃତି ରେ କହିଛନ୍ତି

ଚୁକ୍ତିଭିତ୍ତିକ କର୍ମଚାରୀ ମୁଖ୍ୟଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.