Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହିତସରା କେନାଲରେ ଖସି ପଡିଲା ହାତୀ ଶାବକ: ଉଦ୍ଧାର କଲା ବନବିଭାଗ
ଆଞ୍ଚଳିକ

ହିତସରା କେନାଲରେ ଖସି ପଡିଲା ହାତୀ ଶାବକ: ଉଦ୍ଧାର କଲା ବନବିଭାଗ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ନାକଟିଦେଉଳ ରେଞ୍ଜ ଅଧିନସ୍ଥ ହିତସରା ଗ୍ରାମ ନିକଟସ୍ଥ ଏକ କେନାଲରେ ଏକ ହାତୀ ଶାବକ ପଡିଯାଇଥିବା ବେଳେ ତାକୁ ବନବିଭାଗ ଉଦ୍ଧାର କରିଥିବା ଜଣାପଡିଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ରେଞ୍ଜ ଅଧିନସ୍ଥ ହିତସରା ଗ୍ରାମଦେଇ ଯାଇଥିବା ବଡମୁଣ୍ଡା କେନାଲରେ ଏକ ୫ ମାସର ହାତୀ ଶାବକ ପଡିଯାଇଥିଲା। ହିତସରା ଗାଁ ଲୋକେ ହାତୀ ଶାବକ ପଡିଥିବାର ଜାଣି ପାରିଥିଲେ। ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ ହିତସରା ଗ୍ରାମକୁ ଯାଇ ହାତୀ ଶାବକକୁ ଉଦ୍ଧାର କରି ଛାଡି ଦେଇଥିଲେ। ୫ଟିକିଆ ହାତୀପଲ ଯାଉଥିବା ବେଳେ ଏହି ହାତୀ ଛୁଆଟି ପଡିଯାଇଥିବାର ଜଣାପଡିଛି।

ନାକଟିଦେଉଳ ରେଞ୍ଜ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ୟୁଏଇରୁ ପଳାତକ ଡ୍ରଗ୍ କିଙ୍ଗପିନ୍ ବୀରେନ୍ଦ୍ର ସିଂହ ବସୋୟାଙ୍କୁ ଭାରତ ଫେରାଇ ଆଣିଲା ଏନସିବି

August 14, 2026

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.