Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ : ନଦୀରେ ବୁଡ଼ି ଛାତ୍ର ମୃତ, ସାରା ଅଞ୍ଚଳରେ ଶୋକର ଛାୟା
ଆଞ୍ଚଳିକ

ଟାଙ୍ଗୀ : ନଦୀରେ ବୁଡ଼ି ଛାତ୍ର ମୃତ, ସାରା ଅଞ୍ଚଳରେ ଶୋକର ଛାୟା

August 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟାଙ୍ଗୀ : ନଦୀରେ ବୁଡ଼ି ଛାତ୍ର ମୃତ, ସାରା ଅଞ୍ଚଳରେ ଶୋକର ଛାୟା

ଟାଙ୍ଗୀ, (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଶୌଚ ହେବାକୁ ଯାଇ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି ଜଣେ ଛାତ୍ର। ସୂଚନା ମୁତାବକ ଟାଙ୍ଗୀ ଥାନା ପାରିଓରଡ ଗ୍ରାମରେ ବାସ କରୁଥିବା ପ୍ରଦୀପ କୁମାର ଶାସମଲଙ୍କ ପୁତ୍ର ଆଶିଷ କୁମାର ଶାସମଲ(୧୪), ନବମ ଶ୍ରେଣୀରେ ପଢୁଥିଲେ।

ତେବେ ଆଜି ଅପରାହ୍ନରେ ଆଶିଷ ନିଜ ଗ୍ରାମରେ ଘରୋଇ ଟ୍ୟୁସନ ପାଇଁ ଯାଇଥିବା ବେଳେ ଶୌଚ ପାଇଁ ସାଙ୍ଗମାନଙ୍କ ସହ ନିକଟସ୍ଥ କୁସୁମୀ ନଦୀକୁ ଯାଇଥିଲେ। ନଦୀ ଜଳରେ ଶୌଚ ହେବା ସମୟରେ ହଠାତ ଆଶିଷ ନଦୀର ଗଭୀର ଜଳରେ ଭାସିଯାଇଥିଲେ ଏବଂ ହୁଳହୁଳା ଗଣ୍ଡରେ ବୁଡ଼ି ଯାଇଥିଲେ।

ଅନ୍ୟ ଛାତ୍ରମାନେ ଗ୍ରାମବାସୀଙ୍କୁ ଏ ନେଇ ଖବର ଦେବା ପରେ ଗ୍ରାମବାସୀ ଦିର୍ଘ ସମୟ ଧରି ହୁଳୁହୁଳା ଗଣ୍ଡରେ ଖୋଜିବାପରେ ଆଶିଷଙ୍କୁ ଠାବ କରିଥିଲେ। ସ୍ଥାନୀୟ ବାସିନ୍ଦା ତାଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମ୍ରୁତ ଘୋଷଣା କରିଥିଲେ। ମୃତ ଛାତ୍ର ଜଣକ ମେଧାବୀ ଛାତ୍ର ଭାବେ ଅଞ୍ଚଳରେ ବେଶ ଜଣାଶୁଣା ଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026

ସିଜେପି ପ୍ରତିବାଦରେ ଯୋଗଦେଲେ ନାସିରୁଦ୍ଦିନ ଶାହ?: ଜାଣନ୍ତୁ ସତ୍ୟତା

July 21, 2026

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.