Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଵୀର ସୁରେନ୍ଦ୍ର ସାଏ ଯୁବକ ସଂଘ ତରଫରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ
ଆଞ୍ଚଳିକ

ଵୀର ସୁରେନ୍ଦ୍ର ସାଏ ଯୁବକ ସଂଘ ତରଫରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ସରାପାଲି ଗ୍ରାମର ଵୀର ସୁରେନ୍ଦ୍ର ସାଏ ଯୁଵକ ସଂଘ ଆନୁକୁଲ୍ୟରେ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରତର ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କି ଆମୃତ୍ ଉତ୍ସବ ଉପଲକ୍ଷେ ଯୁଵକ ସଂଘର ଉପସଭାପତି ସହଦେଵ ଚନ୍ଦନଙ୍କ ପରିଚାଳନାରେ ଅନୁଷ୍ଠିତ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଚନ୍ଦ୍ରମଣି ସାହୁ, ପ୍ରଦୀପ ଵିଶ୍ଵାଳ, ରାଜ କିଶୋର ବିଶ୍ଵାଳ, ଭୋଳାନାଥ ସାହୁ,ଷଡାନନ୍ଦ କର୍ମୀ, ସୋନାଲି ସାହୁ, ଜୟଦେଵ ପ୍ରଧାନ ଓ ପିପୁଲ୍ ସାହୁ ପ୍ରମୁଖ ପ୍ରତ୍ୟେକ ଘରେ ତ୍ରିରଙ୍ଗା ଉଡାଇ ସମସ୍ତ ପରିଵାରକୁ ସଚେତନ କରିବାକୁ ଆଗେଇ ଆସିବାକୁ କହିଥିଲେ।

ସତ୍ୟ,ଶାନ୍ତି, ମୈତ୍ରୀ, ଏକତା, ଧୈର୍ଯ୍ୟ ଓ ଭାଇଚାରା ର ପ୍ରତୀକ ତ୍ରିରଙ୍ଗା ପତାକାକୁ ପ୍ରତି ଘରେ ଉଡାଇବା ସହିତ ସମ୍ମାନ ପ୍ରଦର୍ଶନ ପୂର୍ବକ ସ୍ଵାଧୀନ ଦେଶ ର ନାଗରିକ ଭାବେ ନିଜକୁ ଉତ୍ସାହିତ କରିବାକୁ ଅନୁରୋଧ କରାଯାଇଥିଲା।

ରେଢାଖୋଲ ହର୍ ଘର୍ ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.