Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ନୂତନ ବିଡ଼ିଓ ଭାବେ ଯୋଗଦେଲେ ଯୁବ ଓଏଏସ ଅଧିକାରୀ ଜଗଦୀଶ ଷଡ଼ଙ୍ଗୀ
ଆଞ୍ଚଳିକ

ଚିଲିକା ବ୍ଲକରେ ନୂତନ ବିଡ଼ିଓ ଭାବେ ଯୋଗଦେଲେ ଯୁବ ଓଏଏସ ଅଧିକାରୀ ଜଗଦୀଶ ଷଡ଼ଙ୍ଗୀ

August 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଯୁବ ଓଏଏସ ଅଧିକାରୀ ଜଗଦୀଶ ଷଡ଼ଙ୍ଗୀ। ଶ୍ରୀ ଷଡ଼ଙ୍ଗୀ ପୁର୍ବରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ବିଡ଼ିଓ ଭାବେ କାର୍ଯ୍ୟରତ ଥିଲେ। ୨୦୧୬ ବ୍ୟାଚ ର ଉକ୍ତ ଯୁବ ଓଏଏସ ଅଧିକାରୀ ୨୦୨୦ ମସିହାରୁ ବାଲିଗୁଡାରେ କାର୍ଯ୍ୟରତ ଥିଲେ।

ବିଶେଷ କରି କୋଭିଡ ପରିଚାଳନାରେ ଉଲେଖନୀୟ କାର୍ଯ୍ୟ କରି ଶ୍ରୀ ଷଡ଼ଙ୍ଗୀ ଚର୍ଚ୍ଚାକୁ ଆସିଥିଲେ। ନିକଟରେ ତାଙ୍କର ବାଲିଗୁଡାରୁ ଚିଲିକାକୁ ବଦଳି ହୋଇଥିବା ବେଳେ ଗତକାଲି କାର୍ଯ୍ୟଭାର ଗ୍ରହଣ କରିଛନ୍ତି ଶ୍ରୀ ଷଡ଼ଙ୍ଗୀ।

ତେବେ ଚିଲିକା ବ୍ଲକରେ କ’ଣ ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧି ପଚାରିବାରୁ, ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଥମିକତା ଦେବା ସହ ସରକାରଙ୍କ ୫-ଟି ବ୍ୟବସ୍ଥାକୁ କିପରି ଠିକ ଭାବେ ଲାଗୁ କରାଯିବ ସେ ଦିଗରେ ଦୃଷ୍ଟି ଦେବେ ବୋଲି କହିଛନ୍ତି ଶ୍ରୀ ଷଡ଼ଙ୍ଗୀ।

ଓଏଏସ ଅଧିକାରୀ ଚିଲିକା ବ୍ଲକ ବିଡିଓ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଟିମ୍ ଇଣ୍ଡିଆରୁ ବାଦ ପଡ଼ିଲେ ଭୁବନେଶ୍ୱର କୁମାର: ତାଙ୍କ ସ୍ଥାନ ନେଲେ ଏହି ଷ୍ଟାର ବୋଲର

October 17, 2026

ମର୍ମନ୍ତୁଦ ଦୁର୍ଘଟଣା: ୮ ମୃତ, ୧୫ରୁ ଉର୍ଦ୍ଧ୍ୱ ଗୁରୁତର

October 17, 2026

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.