Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓ ଚିଲିକା ବ୍ଲକର ମନରେଗା ଏବଂ ସ୍ୱଚ୍ଛ ଭାରତ ମିଶନ ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ଓ ଚିଲିକା ବ୍ଲକର ମନରେଗା ଏବଂ ସ୍ୱଚ୍ଛ ଭାରତ ମିଶନ ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ

September 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସମ୍ମିଳନୀ କକ୍ଷରେ ବାଣପୁର ଓ ଚିଲିକା ବ୍ଲକର ମନରେଗା ଏବଂ ସ୍ୱଚ୍ଛ ଭାରତ ମିଶନ ଯୋଜନା ଅନ୍ତର୍ଗତ କ୍ଲଷ୍ଟର ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକଟି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଖୋର୍ଦ୍ଧା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ବାଣପୁର ଓ ଚିଲିକା ବ୍ଲକର ମନରେଗା ଓ ସ୍ୱଚ୍ଛ ଭାରତ ମିଶନ ପ୍ରକଳ୍ପର ଅଗ୍ରଗତି ବିଷୟରେ ଶ୍ରୀ ରାଉତରାୟ ସମୀକ୍ଷା କରିଥିଲେ। ଅନୁରୂପ ଭାବେ ୨୦୨୨-୨୩ ଆର୍ଥିକ ବର୍ଷରେ ମନରେଗା ଯୋଜନା ଅନ୍ତର୍ଗତ ଉଭୟ ବ୍ଲକରେ ୫ ଲକ୍ଷ ୭୫ ହଜାର ଗୋଟି ଶ୍ରମ ଦିବସ ସୃଷ୍ଟି ଲକ୍ଷ ହାସଲ କରିବା ସହ ଡିସେମ୍ବର ମାସ ଶେଷ ସୁଦ୍ଧା ଉଭୟ ବ୍ଲକର ସମସ୍ତ ଗ୍ରାମଗୁଡିକୁ ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ଓଡ଼ିଏଫ ପ୍ଲସ ଗ୍ରାମ ଘୋଷଣା କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଶ୍ରୀ ରାଉତରାୟ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ଉଭୟ ବ୍ଲକର ବିଡ଼ିଓ, ଏଇଇ, ଜେଇ, ଏପିଓ, ଜିଆରଏସ, ପିଇଓ, ବିଆରସି ଏବଂ ଜିଲ୍ଲାସ୍ତରରୁ ଏମସି ଓ ସ୍ୱଚ୍ଛ ଭାରତ ମିଶନ ପରାମର୍ଶଦାତା ଉପସ୍ଥିତି ଥିଲେ।

ଚିଲିକା ବ୍ଲକ ବାଣପୁର ମନରେଗା ସମୀକ୍ଷା ବୈଠକ ସ୍ୱଚ୍ଛ ଭାରତ ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.