Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁରୀ ଜିଲ୍ଲା ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ସମୀର ଦାସ
ଆଞ୍ଚଳିକ

ପୁରୀ ଜିଲ୍ଲା ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ସମୀର ଦାସ

September 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଜିଲ୍ଲା ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ସମୀର ଦାସ

ଭୁବନେଶ୍ୱର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ ଅବସରରେ ପୁରୀ ଜିଲ୍ଲା ସତ୍ୟବାଦୀଠାରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଦର୍ଶ ବିଦ୍ୟାଳୟ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଛନ୍ତି।

ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକବୃନ୍ଦ ଉପସ୍ଥିତ ଥିଲେ। ଜିଲ୍ଲାସ୍ତରୀୟ କୃତୀ ପ୍ରତିଯୋଗୀମାନେ ଚଳିତ ମାସ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଆୟୋଜିତ ହେବାକୁ ଥିବା ଜୋନାଲସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ। ଜୋନାଲ ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହେବେ।

ମନ୍ତ୍ରୀ ଶ୍ରୀ ଦାଶ କହିଥିଲେ ଯେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ମାନସ ସନ୍ତାନ। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଶିକ୍ଷକମାନଙ୍କୁ ବିଭିନ୍ନ ବିଷୟଭିତ୍ତିକ ପ୍ରଶିକ୍ଷଣ ଏବଂ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ବିକାଶ ଦିଗରେ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି। ୨୦୧୬ ସେପେଫମ୍ବର ୧୯ରେ ପ୍ରତିଷ୍ଠିତ ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧୀନରେ ରାଜ୍ୟର ସମସ୍ତ ବ୍ଲକ୍‌ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଏକ ସ୍ୱତନ୍ତ୍ର ଆଇକନିକ୍‌ ବିଦ୍ୟାଳୟ ଚଳିତ ବର୍ଷଠାରୁ କାର୍ଯ୍ୟକ୍ଷମ ହେଉଛି।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ମନ୍ତ୍ରୀ ସମୀର ରଂଜନ ଦାସ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.