Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶିକ୍ଷାବିତ୍ ରବୀନ୍ଦ୍ର ନରେନ୍ଦ୍ର ସିଂହ ବର୍ମାଙ୍କ ୨୭ତମ ଶ୍ରାଦ୍ଧୋତ୍ସବ ପାଳିତ
ଆଞ୍ଚଳିକ

ବାଣପୁର: ଶିକ୍ଷାବିତ୍ ରବୀନ୍ଦ୍ର ନରେନ୍ଦ୍ର ସିଂହ ବର୍ମାଙ୍କ ୨୭ତମ ଶ୍ରାଦ୍ଧୋତ୍ସବ ପାଳିତ

September 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟର ଓଡ଼ିଆ ଭାଷାତତ୍ତ୍ଵ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର୍ ରବୀନ୍ଦ୍ରନାଥ ନରେନ୍ଦ୍ର ସିଂହ ବର୍ମାଙ୍କର ୨୭ତମ ଶ୍ରାଦ୍ଧ ଉତ୍ସବ ବାଣପୁରର ନେହେରୁ ସେବା ସଂଘର କନକ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସେବା ସଂଘର ସଂପାଦିକା ସରୋଜିନୀଦାଶଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଉତ୍ସବରେ ଗ୍ରାମୀଣ ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ସଂଗ୍ରାମ କେଶରୀ ସାହୁ ମୁଖ୍ୟଅତିଥି, ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ କ୍ରୀଡା ପ୍ରଶିକ୍ଷକ ବୈରାଗୀ ଚରଣବଳ ସମ୍ମାନୀତ ଅତିଥି, ଶିକ୍ଷାବିତ୍ ବାଳମୁକୁନ୍ଦ ଦାସ ମୁଖ୍ୟବକ୍ତା, ସେବା ସଂଘର କୋଷାଧ୍ୟକ୍ଷ ଓମ୍ ପ୍ରକାଶ ଅଗ୍ରୱାଲ ଏବଂ ଶିକ୍ଷାବିତ୍ ରାଜେନ୍ଦ୍ର ପ୍ରସାଦ ରଥ ସମ୍ମାନିତ ବକ୍ତା ଭାବରେ ଯୋଗ ଦେଇ ସ୍ଵର୍ଗତ ବର୍ମାଙ୍କ ବହୁମୁଖୀ ପ୍ରତିଭାର ପରିଚୟ ପ୍ରଦାନ କରି ତାଙ୍କସ୍କୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସ୍କୃତି କମିଟିର ସଂପାଦକ ମାୟାଧର ବେହେରା ପରିଚୟ ପ୍ରଦାନ କରିଥିଲା ବେଳେ ପୁତ୍ର ଅଧ୍ୟାପକ ରୁଦ୍ର ପ୍ରସାଦ ନରେନ୍ଦ୍ରସିଂ ବର୍ମା ଧନ୍ୟବାଦାର୍ପଣ କରିଥିଲେ। ଆଶ୍ରମର ପ୍ରଶିକ୍ଷକ ବିରେନ୍ଦ୍ର କୁମାର ତ୍ରିପାଠୀ ଓ ପ୍ରଦୀ ପକୁମାର ଦାସ ଏହାକୁ ପରିଚାଳନା କରିଥିବା ବେଳେ ବିଭିନ୍ନ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରି କୃତ୍ତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ରବୀନ୍ଦ୍ରନାଥ ନରେନ୍ଦ୍ର ସିଂବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.