Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଭାଲେରୀ ଉଚ୍ଚ ବିଦ୍ୟାଳୟରେ ୨୦୦୧ ବ୍ୟାଚର ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା: ଭାଲେରୀ ଉଚ୍ଚ ବିଦ୍ୟାଳୟରେ ୨୦୦୧ ବ୍ୟାଚର ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ

September 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ଚାଷଙ୍ଗରା ଗ୍ରାମସ୍ଥିତ ଭାଲେରୀ ଉଚ୍ଚ ବିଦ୍ୟାଳୟର ୨୦୦୧ ବ୍ୟାଚର ଦଶମ ଶ୍ରେଣୀରେ ଅଧ୍ୟୟନ କରିଥିବା ଛାତ୍ର ଛାତ୍ରୀ ମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇ ଦଶନ୍ଧି ପରେ ଆନନ୍ଦ ଉଲ୍ଲାସର ସହ ବାଣପୁର ଶାଳିଆ ଡ୍ୟାମ ନିକଟସ୍ଥ ମା’ ତାରିଣୀ ଦେବୀଙ୍କ ପୀଠରେ ଏହି ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି।

ଅନୁଷ୍ଠିତ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଦୀର୍ଘ ଦୁଇ ଦଶନ୍ଧି ପରେ ଆୟୋଜନ ଜରାଯାଇଥିବାରୁ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟ୍ୟରେ ନାହିଁ ନଥିବା ଉତ୍ସହ ଦେଖା ଦେଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତେ ସ୍କୁଲ୍ ଦିନର ଅଭୁଲା ଅତୀତର ସ୍ମୁତିକୁ ରୋମାଞ୍ଚନ କରିଥିଲେ।

https://thesamikhsya.com/odia/wp-content/uploads/2022/09/WhatsApp-Video-2022-09-13-at-9.08.39-AM.mp4

ଏହି ଅବସରରେ ପିଲା ଦିନର ସ୍ମୁତିକୁ ଉଜ୍ଜୀବିତ ଜରିବା ପାଇଁ କବିତା, ନାଚ, ଗୀତ ଆୟୋଜନ କରାଯାଇଥିଲା। ଏଥିରେ ପୁରାତନ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରି ନିଜକୁ ହଜାଇ ଦେଇଥିଲେ। ଆସନ୍ତା ବର୍ଷ ଠାରୁ ପ୍ରତିବର୍ଷ ଏହିପରି ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଥିଲା।

ଚାଷଙ୍ଗରା ଗ୍ରାମ ଚିଲିକା ଚିଲିକା ବ୍ଲକ ବନ୍ଧୁ ମିଳନ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

August 30, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.