Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେବି କଲେଜରେ ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକୀ ସମ୍ମାନ ପ୍ରଦ‌ାନ
ଆଞ୍ଚଳିକ

ବିଜେବି କଲେଜରେ ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକୀ ସମ୍ମାନ ପ୍ରଦ‌ାନ

September 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେବି କଲେଜରେ ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକୀ ସମ୍ମାନ ପ୍ରଦ‌ାନ

ଭୁବନେଶ୍ବର : ଯୁକ୍ତ ୩ରେ ବିଜେବି ମହାବିଦ୍ୟାଳୟରେ ଆନ୍ଥ୍ରୋପଲୋଜି ବିଭାଗରେ ସର୍ବଶ୍ରେଷ୍ଟ ନମ୍ବର ରଖିଥିବା ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକୀ ସମ୍ମାନ ପ୍ରଦ‌ାନ କରାଯାଇଛି। ଏଥି ସହ ୪ହଜାର ଟଙ୍କା ପୁରଷ୍କାର ରାଶି ପ୍ରଦାନ କରାଯାଇଛି।

ଏହି ସମ୍ମାନ ପ୍ରଦାନ ବେଳେ କଲେଜର ଅଧ୍ୟକ୍ଷ ଡ଼ ନିରଞ୍ଜନ ମିଶ୍ର, କଲେଜର ଆନ୍ଥ୍ରୋପଲୋଜି ବିଭାଗ ମୁଖ୍ୟ ଇତିଶ୍ରୀ ପାଢ଼ୀ ଓ ସୋସୋଲଜି ବିଭାଗ ମୁଖ୍ୟ ବିଭାବରୀ ବଳ ପ୍ରମୁଖ ଉପସ୍ଥିତଥିଲେ।

ବିଜେବି ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ଖଡ଼ଗପୁର ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ଟ୍ରେନ ବାତିଲ୍

September 11, 2026

ସମ୍ ହସ୍ପିଟାଲ ପକ୍ଷରୁ କଲ୍‌ସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 11, 2026

ଓଡ଼ିଶାରେ ସରକାରୀ ବ୍ୟାଙ୍କ ସେବା ବ୍ୟାହତ: ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହେଲେ ୮ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀ

September 11, 2026
Latest News

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.