Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଆଜାଦି କା ଅମୃତ ମହୋତ୍ସବ ଅବସରରେ ପୁନିତ ସାଗର ଅଭିଯାନ ଓ ସ୍ୱଚ୍ଛ ଭାରତ ଅଭିଯାନ
ଆଞ୍ଚଳିକ

ବାଲୁଗାଁ: ଆଜାଦି କା ଅମୃତ ମହୋତ୍ସବ ଅବସରରେ ପୁନିତ ସାଗର ଅଭିଯାନ ଓ ସ୍ୱଚ୍ଛ ଭାରତ ଅଭିଯାନ

September 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଶନିବାର ସକାଳେ ବାଲୁଗାଁ ଏନଏସି ଓ ଆଇଏନଏସ ଚିଲିକା ମିଳିତ ଆନୁକୂଲ୍ୟରେ ବାଲୁଗାଁ ଚିଲିକା କୁଳଠାରେ ଆଜାଦି କା ଅମୃତ ମହୋତ୍ସବ ଅବସରରେ ପୁନିତ ସାଗର ଅଭିଯାନ ଓ ସ୍ୱଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନ ଆଜିଠାରୁ ଆସନ୍ତା ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଜାରି ରହିବ। ଶୁଭାରମ୍ଭ ମହୋତ୍ସବରେ ବାଲୁଗାଁ ଏନଏସି ନଗରପାଳିକା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, କାଉନସିଲର ଅଭିମନ୍ୟୁ ସ୍ୱାଇଁ, ଲଷ୍ମୀଧର ସେଠି, ସୁଜାତା ପଣ୍ଡା, ମମତା ପଣ୍ଡା, ଅନିତା ସ୍ୱାଇଁ, କାର୍ଯ୍ୟ ନିର୍ବାହି ଅଧିକାରିଣୀ ସ୍ୱପ୍ନା ରାଣୀ ପାଢ଼ୀ, ବିଧାୟକ ପ୍ରତିନିଧି ପ୍ରକାଶ ପ୍ରଧାନ, ଏମପି ପ୍ରତିନିଧି ଅକ୍ଷୟ ରଣସିଂହ, କାର୍ଯ୍ୟକାରୀ ସଭାପତି ବୁଲା ଖାଁ, ବାଲୁଗାଁ ମହିଳା ଆଞ୍ଚଳିକ ମହାସଂଘର ସଭାନେତ୍ରୀ ବନିତା ପ୍ରଧାନ, ମିନତି ଗଜେନ୍ଦ୍ର, ସୁଚିତ୍ରା ମହାପାତ୍ର, ଚନ୍ଦ୍ରକଳା ସାହୁ,ଏନଏସି ସ୍ୱଚ୍ଛ ସାଥି ଉଷାରାଣୀ ମିଶ୍ର, ଦୀପାଞ୍ଜଳି ପାଟଶାଣୀ, ତୁଳସୀ ବେହେରା, କୁନୁ ସ୍ୱାଇଁ, ବାଲୁଗାଁ ଏନଏସି ମିଶନ ଶକ୍ତିର ସମସ୍ତ କର୍ମଚାରୀ ଏବଂ ଆଇଏନଏସ ଚିଲିକାର ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ଅବସରରେ ଚିଲିକା ଜେଟି ସମେତ ଚିଲିକା କୁଳ ପରିବେଶ ପରିଷ୍କାର କରାଯାଇଥିଲା।ଏବଂ ଆଗାମି ଦିନରେ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ ଏବଂ ପାରିପାର୍ଶ୍ବିକ ପରିବେଶ ସ୍ୱଚ୍ଛତା ଉପରେ ବିଶେଷ ଧ୍ୟାନ ଦେବା ସହ ସ୍ୱଚ୍ଛ ଓ ସୁନ୍ଦର ପରିବେଶ ଭାବେ ବାଲୁଗାଁ ଏନଏସିକୁ ଗଢି ତୋଳିବାକୁ ଏନଏସି କାର୍ଯ୍ୟ ନିର୍ବାହି ଅଧିକାରିଣୀ ଶ୍ରୀମତୀ ପାଢ଼ୀ କହିଛନ୍ତି।

ଆଜାଦି କା ଅମୃତ ମହୋତ୍ସବ ବାଲୁଗାଁ ସ୍ୱଚ୍ଛ ଭାରତ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.