Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହାବସପୁର ଗ୍ରାମପଞ୍ଚାୟତ ତରଫରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ
ଆଞ୍ଚଳିକ

ହାବସପୁର ଗ୍ରାମପଞ୍ଚାୟତ ତରଫରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

September 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଜୁନାଗଡ ବ୍ଲକ ଅନ୍ତର୍ଗତ ହାବସପୁର ଗ୍ରାମ ପଂଚାୟତ ତରଫରୁ ଆଜାଦି କି ଅମୃତ ମହୋତ୍ସବ ଅବସରରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହବସପୁର ସରପଞ୍ଚ ବିକାଶ ରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ସ୍ବାସ୍ଥ୍ୟ ସେବା ପଦାଧିକାରୀ, ସ୍ଥାନୀୟ ବୁଦ୍ଧିଜୀବି, କର୍ମଚାରୀ, ସମାଜସେବୀ, ନିର୍ବାଚିତ ପ୍ରତିନିଧି ମାନଙ୍କ ଉପସ୍ଥିତିରେ ନିଜ ନିଜ ପରିବେଶ ର ସ୍ବଚ୍ଛତା ରକ୍ଷା କରିବା ପାଇଁ ଶପଥ ପାଠ କରାଯାଇଥିଲା।

ଏହାପରେ ସ୍ଥାନୀୟ ଛାତ୍ର ଛାତ୍ରୀ, ସ୍ବାସ୍ଥ୍ୟ ସେବା ପଦାଧିକାରୀ, ସ୍ଥାନୀୟ ବୁଦ୍ଧିଜୀବି, କର୍ମଚାରୀ, ସମାଜସେବୀ, ନିର୍ବାଚିତ ପ୍ରତିନିଧି ମାନଙ୍କ ଦ୍ବାରା ଶୋଭାଯାତ୍ରା ସମସ୍ତ ଗ୍ରାମ ପରିକ୍ରମା କରାଯାଇ ଜନସାଧାରଣଙ୍କୁ ସଚେତନତା ବାର୍ତ୍ତା ଦିଆଯାଇଥିଲା। ଏଭଳି ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଆଗାମୀ ଦିନରେ ପରିବେଶ ସୁରକ୍ଷା ରକ୍ଷା କରାଯାଇପାରିବ ବୋଲି ମତ ପ୍ରକାଶ ପାଇଛି। ସ୍ଥାନୀୟ ସ୍ବାସ୍ଥ୍ୟ ସେବା ପଦାଧିକାରୀ ସାଧୁରାମ କୈବର୍ତ୍ତ, ଆଶାରାଣୀ ଦାଶ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

ଜୁନାଗଡ ବ୍ଲକ ସ୍ବଚ୍ଛ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026

ଲୋକସଭା ଅନିଶ୍ଚିତକାଳ ପାଇଁ ମୁଲତବୀ

August 13, 2026

LAC ନିକଟରେ ଉତ୍ତେଜନା ଖବର ମଧ୍ୟରେ ଚୀନ୍ ଜାରି କଲା ବଡ଼ ବିବୃତ୍ତି: ଜାଣନ୍ତୁ…. 

August 13, 2026

ଏହି କାରଣରୁ ଗୌତମ ଗମ୍ଭୀରଙ୍କୁ ବହିଷ୍କାର କରିବ ନାହିଁ ବିସିସିଆଇ: ଜାଣନ୍ତୁ କାରଣ

August 13, 2026

ଖେତରେ ଧାନ କାଟୁଥିବା ମହିଳାଙ୍କୁ ପଥର ମାରି ହତ୍ୟା: ୬୫ ବର୍ଷୀୟ ଦୋଷୀଙ୍କୁ ଆଜୀବନ ଜେଲ୍

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.