Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ୱେଲଥ ସେଣ୍ଟରରେ ସ୍ୱଚ୍ଛତା ସଚେତନତା ଶିବିର ଅନୁଷ୍ଠିତ
ଆଞ୍ଚଳିକ

ୱେଲଥ ସେଣ୍ଟରରେ ସ୍ୱଚ୍ଛତା ସଚେତନତା ଶିବିର ଅନୁଷ୍ଠିତ

September 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ରେଢ଼ାଖୋଲ ପୁରୁଣା ପେଟ୍ରୋଲ ପମ୍ପ ନିକଟ ପରିମଳ ଉପଚାର ସୁବିଧା କେନ୍ଦ୍ରରେ ଏକ ସ୍ୱଚ୍ଛତା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସ୍ୱଚ୍ଛତା ସଚେତନତା ଶିବିର କାର୍ଯ୍ୟକ୍ରମ ଭାରତୀୟ ସ୍ୱଚ୍ଛତା ସଂଘର ଆହ୍ବାନ କ୍ରମେ ରେଢ଼ାଖୋଲ ଏନଏସି ପକ୍ଷରୁ  ରାଣୀ ଅନ୍ନପୂର୍ଣ୍ଣା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ବିଦ୍ୟାଳୟର ଛାତ୍ରୀ ମାନେ ୱେଲଥ ସେଣ୍ଟର ପରିଦର୍ଶନ କରି କିପରି ଭାବରେ ଅଦା ଓ ଶୁଖିଲା ମଇଳା ରୁ ଜୈବିକ ସାର ପ୍ରସ୍ତୁତି ହୁଏ ଏହି ବିଷୟରେ ଛାତ୍ରୀ ମାନଙ୍କୁ ଜଣାଇ ସଚେତନତା କରାଯାଇଥିଲା।

ଏହି ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ ରେ ରେଢ଼ାଖୋଲ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କନିକା ଚକ୍ରବର୍ତ୍ତୀ, ଏନଏସି ଅଧ୍ୟକ୍ଷ ଶିବରାମ ସାହୁ, ଏନଏସି ଉପାଧ୍ୟକ୍ଷା ଅନୁଷୟା ପ୍ରଧାନ, ପରିମଳ ବିଶେଷଜ୍ଞ ଜ୍ୟୋତି ରଞ୍ଜନ ବେହେରା, ସମସ୍ତ ସ୍ୱଚ୍ଛ ସାଥୀ ସହିତ ଏନଏସି କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।

ରେଢାଖୋଲ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ DISHAର ଗୁରୁତ୍ୱପୂର୍ଣ୍ଣ ବୈଠକ

September 8, 2026
Latest News

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026

ବିରଜାଈ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତା ସମାବେଶ ଓ ମିଶ୍ରଣ ପର୍ବ

September 10, 2026

ସେପ୍ଟେମ୍ବର ୧୦ ରାଶିଫଳ: କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?

September 10, 2026

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026

ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଟପିଲା: ବଢ଼ିବ ପେଟ୍ରୋଲ, ଡିଜେଲ ଓ ଗ୍ୟାସ୍ ଦର !

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.