Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତା ୨୮ ରେ ରେଢାଖୋଲ ଠାରେ ଓୟୁଜେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ 
ଆଞ୍ଚଳିକ

ଆସନ୍ତା ୨୮ ରେ ରେଢାଖୋଲ ଠାରେ ଓୟୁଜେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ 

September 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ: ଆସନ୍ତା ୨୮ ତାରିଖ ଦିନ ରେଢାଖୋଲ ଠାରେ ଓଡିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ(ଓୟୁଜେ) ସମ୍ବଲପୁର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏଥିପାଇଁ ରେଢାଖୋଲ ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ରବିବାର ଦିନ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି।

ଓୟୁଜେ ରେଢାଖୋଲ ଶାଖାର ସଭାପତି ଶରତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ ଶଙ୍କର ପୃଷ୍ଟି, ପୂର୍ବତନ ସଭାପତି ରମାକାନ୍ତ ମହାନନ୍ଦ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ କୁମାର ପ୍ରଧାନ, ତପନ କୁମାର ବିଶ୍ବାଳ, ଅନିଲ କୁମାର ପୃଷ୍ଟି, ସରୋଜ କୁମାର ସାହୁ, ଅରୁଣ କୁମାର ପ୍ରଧାନ ପ୍ରମୁଖ ସାମ୍ବାଦିକ ମାନେ ଯୋଗ ଦେଇ କିପରି ସୁଚାରୁରୂପେ ଏହି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ ଏହା ଉପରେ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରି ଆଲୋଚନା କରିଥିଲେ। ଏହି ବୈଠକରେ ସମ୍ବଲପୁର ଜିଲ୍ଲାର ସମସ୍ତ ଓୟୁଜେ ସଭ୍ୟ ଯୋଗଦେବେ। ଶେଷରେ ଓୟୁଜେ ଜିଲ୍ଲା ସମ୍ପାଦକ କନ୍ଦର୍ପ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026
Latest News

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.