Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତକୁ ନେଇ ଚିଲିକା ବିଜେପିର ପ୍ରସ୍ତୁତି ବୈଠକ
ଆଞ୍ଚଳିକ

ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତକୁ ନେଇ ଚିଲିକା ବିଜେପିର ପ୍ରସ୍ତୁତି ବୈଠକ

September 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ଆସନ୍ତା ୨୯-୩୦ ତାରିଖ ଦୁଇ ଦିନ ରହିବେ। ଦଳକୁ ମଜବୁତ କରିବା ପାଇଁ ଏକାଧିକ ବୈଠକରେ ଭାଗ ନେବେ।

ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଅପରାହ୍ନରେ ଚିଲିକା ନିର୍ବାଚନମଣ୍ଡଳି ବିଜେପି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ନାଚୁଣୀରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ। ଏଥିରେ ଚିଲିକା ନିର୍ବାଚନ ମଣ୍ଡଳୀର ସମସ୍ତ ପଞ୍ଚାୟତ ଏବଂ ଏନଏସି ର ବିଭିନ୍ନ ୱାର୍ଡର ଗଠନ ହୋଇଥିବା ଶକ୍ତିକେନ୍ଦ୍ରର ପ୍ରମୁଖ, ସହପ୍ରମୁଖ ଏବଂ ପ୍ରଭାରୀମାନେ ଯୋଗ ଦେଇଥିଲେ।

ଆସନ୍ତା ୨୯ ତାରିଖ ଦିନ ଶ୍ରୀ ହରିଚନ୍ଦନଙ୍କ ନେତୃତ୍ୱରେ ଚିଲିକା ବିଜେପିର କାର୍ଯ୍ୟକର୍ତ୍ତାମାନେ ଭୁବନେଶ୍ୱର ଯାଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡାଙ୍କ ସାଙ୍ଗଠନିକ ବୈଠକରେ ଯୋଗଦେବେ। ତତସହିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ କାର୍ଯ୍ୟକ୍ରମକୁ କିପରି ସଫଳ କରାଯିବ ତାହା ନେଇ କାର୍ଯ୍ୟକର୍ତ୍ତାମାନଙ୍କ ସହ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।

ଓଡିଶା ଗସ୍ତ ଚିଲିକା ବିଜେପି ଜେପି ନଡ୍ଡା ପ୍ରସ୍ତୁତି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026

ଭାରତର ହାତ ମିଳାଇବା ନୀତି ଜାରି: ପାକିସ୍ତାନୀ ଅଧିନାୟକଙ୍କୁ ଅଣଦେଖା କଲେ ସୂର୍ଯ୍ୟକୁମାର ଯାଦବ

February 15, 2026

ଜାଗର ଯାତ୍ରାରେ ଭକ୍ତିମୟ ରଣପୁର: ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜିଉଠିଲା ମନ୍ଦିର ପରିସର

February 15, 2026

ଲୋକ ମହୋତ୍ସବ “ବର୍ଣ୍ଣାଳୀ” ଓ ପଲ୍ଲିଶ୍ରୀ ମେଳା ଧୁମଧାମରେ ଉଦଯାପିତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.