Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ: ଜାତୀୟ ରାଜପଥରେ ଲେଉଟିଲା ପିଚୁ ଡ୍ରମ ବୋଝେଇ ଟ୍ରକ, ଚାଳକ ଗୁରୁତର
ଆଞ୍ଚଳିକ

ନାଚୁଣୀ: ଜାତୀୟ ରାଜପଥରେ ଲେଉଟିଲା ପିଚୁ ଡ୍ରମ ବୋଝେଇ ଟ୍ରକ, ଚାଳକ ଗୁରୁତର

September 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ: ଜାତୀୟ ରାଜପଥରେ ପିଚୁ ଡ୍ରମ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଚାଳକ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ୧୬ ନମ୍ବର ଜାତୀୟ ରାଜପଥ ବରଡ଼ି ଛକରେ ଟ୍ରକଟି ଦୁର୍ଘଟଣାଗ୍ରସ୍ତ ହୋଇଛି।

ସୂଚନା ମୁତାବକ ଆଜି ରାତି ୧୦ ଘଟିକା ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ପିଚୁ ଡ୍ରମ ବୋଝେଇ ଟ୍ରକଟି ବରଡ଼ି ଛକ ନିକଟରେ ଭରସାମ୍ୟ ହରାଇ ଲେଉଟିପଡ଼ିଛି। ଫଳରେ ଗାଡ଼ି ଚାଳକ ଛିଟିକି ପଡ଼ି ରୋଡରେ ପଡ଼ିଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି।

ଖବର ପାଇ ନାଚୁଣୀ ଫାଣ୍ଡି ଅଧିକାରୀ କେଶବ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହଯୋଗରେ ଚାଳକକୁ ଉଦ୍ଧାର କରି ମେଡିକାଲ ପଠାଇଥିବାର ଜଣାପଡିଛି।

ଚାଳକ ଗୁରୁତର ଜାତୀୟ ରାଜପଥ ଦୁର୍ଘଟଣାଗ୍ରସ୍ତ ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.