Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୟୁରଭଂଜ ଜିଲ୍ଲା ତରଫରୁ ପର୍ଯ୍ୟଟନ ଦିବସ ଅବସରରେ ଆୟୋଜିତ ହେଲା ପ୍ରତିଯୋଗୀତା
ଆଞ୍ଚଳିକ

ମୟୁରଭଂଜ ଜିଲ୍ଲା ତରଫରୁ ପର୍ଯ୍ୟଟନ ଦିବସ ଅବସରରେ ଆୟୋଜିତ ହେଲା ପ୍ରତିଯୋଗୀତା

September 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୟୁରଭଂଜ ଜିଲ୍ଲା ତରଫରୁ ପର୍ଯ୍ୟଟନ ଦିବସ ଅବସରରେ ଆୟୋଜିତ ହେଲା ପ୍ରତିଯୋଗୀତା

ବାରିପଦା: ଆଜି ମୟୁରଭଞ୍ଜ ଜିଲ୍ଲା ପର୍ଯ୍ୟଟନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଭାବେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଏକ ବକ୍ତୃତା ଓ ସାଧାରଣ ଜ୍ଞାନ ପ୍ରତଯୋଗୀତା ଅନୁଷ୍ଠିତ ହୋଇଥିଲା ସ୍କୁଲ ଓ କଲେଜ ର ଛାତ୍ର ଛାତ୍ରୀ ମାନେ ବହୁ ସଂଖ୍ୟାରେ ଭାଗ ନେଇଥିଲେ । ସକାଳ ର ଏହି ପ୍ରତିଯୋଗିତା କୁ ଭୁବନେଶ୍ୱର ଆର. ସି. ଏମ କଲେଜର ମୁଖ୍ୟ ଯୋଗ ଦେଇ ଉଦଘ।ଟିତ କରିଥିଲେ ।

ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲାର ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭର୍ଦ୍ୱଜ ଓ ଅତିରିକ୍ତ ମାଜିଷ୍ଟ୍ରେଟ ଶ୍ରୀଯୁକ୍ତ ରୁଦ୍ରନାରାୟଣ ମହାନ୍ତି ,ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀମତୀ ସତ୍ୟଭାମା ବେହେରାଙ୍କ ଉପସ୍ଥିତି ରେ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପର୍ଯ୍ୟଟନ ଅଫିସର କର୍ମଚାରୀ ଓ ସଂସ୍କୃତି ବିଭାଗର କର୍ମଚାରୀମାନେ ସହଯୋଗ କରି ସଫଳ କରିଛନ୍ତି ବୋଲି ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଙ୍କ ଠାରୁ ପ୍ରକାଶ।

ବିଶ୍ୱ ପର୍ଯ୍ୟଟନ ଦିବସ ମୟୁରଭଞ୍ଜ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026
Latest News

ଭୁବନେଶ୍ବରରେ ଜଳିଗଲା କାର

September 8, 2026

ଜନ ଅଭିଯୋଗ ଶୁଣାଣି ଶିବିରରେ ଛାତ୍ରଛାତ୍ରୀମାଙ୍କୁ ଲ୍ୟାପଟପ୍ ବାଣ୍ଟିଲେ ଖୋର୍ଦ୍ଧା ଜିଲ୍ଲାପାଳ

September 8, 2026

ଏନଏମଏସିସି ପାଲଟିଛି ବିଶାଳ ସାଂସ୍କୃତିକ କେନ୍ଦ୍ର: ତିନି ବର୍ଷରେ ୩୫୦୦ ଶୋ ଏବଂ ୨୫ ଲକ୍ଷ ଦର୍ଶକ

September 8, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ UAE ଗସ୍ତ: ୧୧ ତାରିଖରେ ପ୍ରବାସୀ ଓଡ଼ିଆଙ୍କୁ କରିବେ ସମ୍ୱୋଧନ

September 8, 2026

ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

September 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.