Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏମ୍ ରାମପୁର ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଏମ୍ ରାମପୁର ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

September 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ଏମ ରାମପୁର ବ୍ଲକସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ,କଳାହାଣ୍ଡି ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ, ଏମ ରାମପୁର ବ୍ଲକ ଅଧ୍ୟକ୍ଷ ମନ୍ଦାକିନୀ ସିଂଦେଓ, ବି ଡି ଓ ବିନୟ କୁମାର ଭୋଇଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଏମ ରାମପୁର ବ୍ଲକର ଦୁଟା ଗ୍ରାମର ମୁରଲିଧର ସାହୁ ଙ୍କ ମା ଙ୍କ କାନ୍ଥ ପଡ଼ି ମୃତ୍ୟୁ ସହାୟତା ବାବଦକୁ ୧୦୦୦୦ ଟଙ୍କା ଏବଂ ଗୌଡ କର୍ଲାଖୁଣ୍ଟା ଗ୍ରାମର ଗୋଲାପି ଭୋଇ ଙ୍କୁ ତାଙ୍କ ଝିଅର ଚିକିତ୍ସା ସହାୟତା ବାବଦକୁ ୧୦୦୦୦ ଟଙ୍କା ରେଡକ୍ରସ ପାଣ୍ଠିରୁ ଅନୁମୋଦନ କରାଯାଇଥିଲା।

ଆରକ୍ଷୀ ଅଧିକ୍ଷକ କଳାହାଣ୍ଡି ଜନଶୁଣାଣି ଶିବିର ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.