Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅହିଂସା ରଥକୁ ବାଲିପାଟଣାରେ ସ୍ୱାଗତ ସମ୍ବର୍ଦ୍ଧନା କରିବା ପାଇଁ ପ୍ରସ୍ତୁତି  ବୈଠକ
ଆଞ୍ଚଳିକ

ଅହିଂସା ରଥକୁ ବାଲିପାଟଣାରେ ସ୍ୱାଗତ ସମ୍ବର୍ଦ୍ଧନା କରିବା ପାଇଁ ପ୍ରସ୍ତୁତି  ବୈଠକ

September 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅହିଂସା ରଥକୁ ବାଲିପାଟଣାରେ ସ୍ୱାଗତ ସମ୍ବର୍ଦ୍ଧନା କରିବା ପାଇଁ ପ୍ରସ୍ତୁତି  ବୈଠକ

ଭୁବନେଶ୍ୱର: ସ୍ୱାଧୀନତା ଦିବସରୁ ସାରା ରାଜ୍ୟରେ ଅହିଂସାର ବାର୍ତ୍ତା ନେଇ ପରିଭ୍ରମଣ କରୁଥିବା ‘ଅହିଂସା  ରଥ’କୁ ଆସନ୍ତା ୩୦ ତାରିଖରେ ବାଲିପାଟଣାରେ ସ୍ୱାଗତ ସମ୍ବର୍ଦ୍ଧନା କରିବା ପାଇଁ ଏକ ପ୍ରସ୍ତୁତି  ବୈଠକ ଆଜି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆଦିକନ୍ଦ ବେହେରା , ତହସିଲଦାର ଶ୍ରୀ  ମୃତ୍ୟଞ୍ଜୟ ତ୍ରିପାଠୀ, ଅତିରିକ୍ତ ବିଡିଓ , ସ୍ଥାନୀୟ ମେଡ଼ିକାଲ ଅଫିସର , ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ , ଅଗ୍ନିଶମ ସେବା ବିଭାଗ ଅଧିକାରୀ, ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗର କର୍ମଚାରୀ, ସ୍ଥାନୀୟ ଭାରପ୍ରାପ୍ତ ଥାନା ଅଧିକାରୀଙ୍କ ସମେତ ବାଲିପାଟଣା କଲେଜର ଅଧକ୍ଷ ପ୍ରମୁଖ  ଉପସ୍ଥିତ ଥିଲେ।

ସଭା କାର୍ଯ୍ୟକୁ ସଂଗ୍ରାମ କେଶରୀ ଦାସ ପରିଚାଳନା କରିଥିଲେ। ଅହିଂସା ରଥକୁ ବାଲିପାଟଣାବଜାରରୁ ସ୍ୱାଗତ କରି ବ୍ଲକ ପର୍ଯ୍ୟନ୍ତ ଅଣାଯିବ। ସେଥିପାଇଁ ସ୍ଥାନୀୟ ଥାନାଧିକାରୀ ଶୃଙ୍ଖଳା ବଜାୟ ରଖିବା,  ବିଦ୍ୟୁତ ବିଭାଗ ସଜାଗ ରହିବା, ଡାକ୍ତରୀ ଦଳ ଏବଂ ଅଗ୍ନିଶମ ବିଭାଗ ସଜାଗ ରହିବା ପାଇଁ  ବୈଠକରେ ନିର୍ଦ୍ଦେଶ  ଦିଆଯାଇଥିଲା।

ଅହିଂସା ରଥ ବାଲିପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.