Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକଙ୍କୁ ବାଲୁଗାଁ ଏନଏଏସି ତରଫରୁ ଅଭିନନ୍ଦନ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକଙ୍କୁ ବାଲୁଗାଁ ଏନଏଏସି ତରଫରୁ ଅଭିନନ୍ଦନ

October 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ହୋଇଥିବାରୁ ବାଲୁଗାଁ ଏନଏଏସି ତରଫରୁ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଅଭିନନ୍ଦନ

ବାଲୁଗାଁ: ବିଜୁ ଜନତା ଦଳ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଦଳର ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ଦେଇଛି। ଏହାକୁ ନେଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏଏସି ତରଫରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ଏନଏଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଏକ ଶୁଭେଚ୍ଛା ବାର୍ତ୍ତାରେ ପ୍ରମିଳା ମଲ୍ଲିକଙ୍କ କାର୍ଯ୍ୟ ଦକ୍ଷତାକୁ ବେଶ୍ ପ୍ରଶଂସା କରିଛନ୍ତି।

ଗତ ଏନଏଏସି ନିର୍ବାଚନ ବେଳେ ପ୍ରମିଳା ମଲ୍ଲିକ ବାଲୁଗାଁ ପର୍ଯ୍ୟବେକ୍ଷକ ଭାବେ ବିଜେଡି ଦାୟିତ୍ବ ପ୍ରଦାନ କରଥିଲା। ଫଳରେ ସେ ବାଲୁଗାଁରେ ଦୀର୍ଘଦିନ ରହି ନିର୍ବାଚନ ପରିଚାଳନା କରିଥିଲେ। ତାଙ୍କର ଦକ୍ଷ ନିର୍ବାଚନ ପରିଚାଳନା ପାଇଁ ବାଲୁଗାଁରେ ଦଳ ଭଲ ପ୍ରଦର୍ଶନ କରିବା ସହିତ ଏନଏଏସି ଅଧ୍ୟକ୍ଷା ପଦ ମଧ୍ୟ ହାତେଇଥିଲା। ଖୁବ ଶିଘ୍ର ବାଲୁଗାଁ ବିଜେଡି ତରଫରୁ ତାଙ୍କୁ ଏକ ସ୍ବାଗତ ସମ୍ବର୍ଦ୍ଧନା କରାଯିବ ବୋଲି ନିଷ୍ପତି କରାଯାଇଛି।

ପ୍ରମିଳା ମଲ୍ଲିକ ସୁକାନ୍ତି ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଭାରତ-ପାକିସ୍ତାନ ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକ ସହ ଜଡ଼ିତ ସୁରକ୍ଷା ଉପରେ ସମୀକ୍ଷା କଲେ ଅମିତ ଶାହ

May 27, 2026

ସାର୍ଥକ-ପିଡିଏସ୍‌ ବ୍ୟାପକ ଯୋଜନା ଅଧୀନରେ ଦୁଇଟି ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

May 27, 2026

Vedanta Odisha Projects: ମୁଖ୍ୟମନ୍ତ୍ରୀଙ୍କ ସହ ବେଦାନ୍ତ ପ୍ରକଳ୍ପ ନେଇ ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କ ଆଲୋଚନା

May 27, 2026

JSW Mega Steel Plant: ପାରାଦୀପରେ ଜେଏସଡବ୍ଲୁର ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

May 27, 2026

ରାଜ୍ୟରେ ସ୍ଥାପନ ହେବ ୬ଟି ହାଇ ୱିଣ୍ଡ ସ୍ପୀଡ ରେକର୍ଡର

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.