Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭିକ୍ଷୁକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ
ଆଞ୍ଚଳିକ

ବାଣପୁର: ଭିକ୍ଷୁକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ

October 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ଅଜଣା ଭିକ୍ଷୁକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାର ଦେଖିବାକୁ ମିଳିଛି। ଭିକ୍ଷୁକ ଜଣକ କିଛି ଦିନ ହେବ ମା’ ଭଗବତୀ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି କରି ଚଳୁଥିବା ବେଳେ ଆଜି ହଠାତ ମନ୍ଦିର ପାର୍ଶ୍ୱରେ ଥିବା ରାସ୍ତା ପାର୍ଶ୍ୱରେ ମରି ପଡିଥିବାର ଦେଖିବାକୁ ମିଳିଛି। ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଏବଂ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆଇନ ଅନୁଯାୟୀ ୭୨ ଘଣ୍ଟା ମୃତଦେହକୁ ସରଂକ୍ଷିତ ରଖିବ। ତତସହିତ ଯଦି କୌଣସି ବ୍ୟକ୍ତି ମୃତ ଭିକ୍ଷୁକଙ୍କ ପରିଚୟ ପାଇବେ ତେବେ ପୋଲିସକୁ ଜଣାଇବାକୁ ଅନୁରୋଧ କରିଛନ୍ତି ବାଣପୁର ଆଇଆଇସି ଜୟ ପ୍ରକାଶ ପରିଡ଼ା।

ବାଣପୁର ଭିକ୍ଷୁକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026

ସମ୍ପର୍କର ଦେଶରେ ସମ୍ପର୍କହୀନତା! ନିଃସଙ୍ଗତା ରିପୋର୍ଟ ଉଠାଇଲା ବଡ଼ ପ୍ରଶ୍ନ

June 13, 2026

ତୃଣମୂଳରେ ବଡ଼ ରାଜନୈତିକ ଭୂକମ୍ପ! ୨୦ ସାଂସଦଙ୍କ ନୂଆ ଚାଲ୍ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.