Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ବାଇପାସ ଠାରେ ଓଲଟିଲା ଗ୍ୟାସ ଟାଙ୍କି ବୋଝେଇ ଟ୍ରକ: ଚାଳକ ସୁରକ୍ଷିତ
ଆଞ୍ଚଳିକ

ନାଚୁଣୀ ବାଇପାସ ଠାରେ ଓଲଟିଲା ଗ୍ୟାସ ଟାଙ୍କି ବୋଝେଇ ଟ୍ରକ: ଚାଳକ ସୁରକ୍ଷିତ

October 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ବାଇପାସ ଠାରେ ଏକ ଗ୍ୟାସ ଟାଙ୍କି ବୋଝେଇ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ମୁତାବକ କିଛି ସମୟ ପୁର୍ବରୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଗ୍ୟାସ ଟାଙ୍କି ବୋଝେଇ ଗାଡ଼ି ଭାରସାମ୍ୟ ହରାଇ ନାଚୁଣୀ ବାଇପାସ ନିକଟରେ ଲେଉଟି ପଡିଥିଲା। ଫଳରେ ଗାଡିଟି ରାସ୍ତା ତଳକୁ ଖସି ପଡ଼ିଛି।

ଖବର ପାଇ ବର୍ତ୍ତମାନ ନାଚୁଣୀ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଗାଡ଼ି ଚାଳକ ସୁରକ୍ଷିତ ଥିବା ଜଣାପଡିଛି। ତେବେ ଉକ୍ତ ଗାଡ଼ିରେ ପାଖାପାଖି ୪୦୦ ଗୋଟି ଖାଲି ଗ୍ୟାସ ଟାଙ୍କି ଥିବାରୁ ସୌଭାଗ୍ୟବଶତଃ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।

ନାଚୁଣୀ ବାଇପାସ ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଓଡ଼ିଶାର ଡିଜିଟାଲ୍ ପରିମଳ ମଡେଲ୍ କୁ ବିଶ୍ୱସ୍ତରୀୟ ସ୍ୱୀକୃତି

June 20, 2026

ବିଜେପି ଛାଡି ବିଜେଡିରେ ପୁଣି ମିଶିଲେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ ପ୍ରିୟଦର୍ଶନୀ ଆଚାରୀ

June 20, 2026

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026

ବିସ୍ତୃତ ରାଶିଫଳ: ଜୁନ ୨୦ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ପାଇଁ ରହିଛି ଧନ ବର୍ଷା

June 20, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.