Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଚିଲିକାର ପୂର୍ବତନ ବିଧାୟକଙ୍କ ବନ୍ଧୁ ମିଳନ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଚିଲିକାର ପୂର୍ବତନ ବିଧାୟକଙ୍କ ବନ୍ଧୁ ମିଳନ

October 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ନେତା ଏବେଠାରୁ ସଜବାଜ ହେଲେଣି। ସେହିଭଳି ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରଘୁନାଥ ସାହୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ହରିପୁର ପଞ୍ଚାୟତ ପରବଳ ଗ୍ରାମ ବାତ୍ୟା ଆଶ୍ରୟ ସ୍ତଳୀ ଠାରେ ଆଜି ଦୁଇ ଶହରୁ ଉର୍ଦ୍ଧ୍ବ ଲୋକ ଯୋଗଦେଇଛନ୍ତି।

ଏହି ବନ୍ଧୁ ମିଳନରେ ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ସେଠାରେ ପହଁଚି ଲୋକଙ୍କୁ ଅଭିଭାଷଣ ଦେବା ସହ ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଲୋକଙ୍କ ପାଖରେ ସବୁବେଳେ ରହିଛି ବୋଲି କହିଛନ୍ତି। ଆଗକୁ ଆସୁଥିବା ୨୦୨୪ ନିର୍ବାଚନ ନିଶ୍ଚିତ ଭାବରେ ବିରୋଧୀ ଦଳକୁ ଝଟକା ଦେବା ସହ ଶେଷ ଥର ପାଇଁ ନିର୍ବାଚନ ଲଢିବେ ଓ ଚିଲିକା ବାସୀଙ୍କ ଦୁଃଖ ଦୂର କରିବେ ବୋଲି ଜନସାଧାରଣଙ୍କୁ ମନ୍ତବ୍ୟ ଦେଇଛନ୍ତି।

ପରବଳ ଗ୍ରାମରେ ଆଜି ବନ୍ଧୁ ମିଳନରେ ଅଞ୍ଚଳ ବାସୀ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ଅନେକ ଆଲୋଚନା କରିଛନ୍ତି। ଉପସ୍ଥିତ ଥିବା ରାଜନୈତିକ ବ୍ୟକ୍ତି ମାନେ ହେଲେ ସନ୍ତୋଷ କୁମାର ଦାସ, ରବିନାରାୟଣ ପଟ୍ଟନାୟକ, ସୁବାସ ଚନ୍ଦ୍ର ବେଣୁଧର ଶତପଥୀ, ଅଭିମନୁ ସ୍ୱାଇଁ, ସଦା ସାମନ୍ତରାୟ, କବି ତାଡ଼, ନବଘନ ଦଳାଇ, ରାମଚନ୍ଦ୍ର ଜେନା, ଜନାର୍ଦ୍ଦନ ଦଳାଇ, ଭ୍ରମର ସୁନ୍ଦରାୟ, ବୃନ୍ଦାବନ ଦାସ, ଭରତ ପଲାଇ, ରବୀନ୍ଦ୍ର ଦଳାଇ, ମହିଳା ନେତ୍ରୀ ପ୍ରଭାତୀ ସେଠି ଓ ଅନେକ ସ୍ୱୟଂ ସହାୟକ ମହିଳା ଗୋଷ୍ଟି ସହଯୋଗ କରିଥିଲେ।

ଚିଲିକା ପୂର୍ବତନ ବିଧାୟକ ବନ୍ଧୁ ମିଳନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.