Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ବିଜେଡି ପକ୍ଷରୁ ଦୀପ ଦାନ
ଆଞ୍ଚଳିକ

ବାଲୁଗାଁ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ବିଜେଡି ପକ୍ଷରୁ ଦୀପ ଦାନ

October 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସଂନ୍ଧ୍ୟାରେ ବାଲୁଗାଁ ଉତ୍ତରାୟଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ବିଜେଡି ପକ୍ଷରୁ ସାମୁହିକ ଦୀପ ଦାନ କରାଯାଇଛି। ୭୭ ବର୍ଷରେ ପଦାର୍ପଣ କରିଥିବା ମୁଖ୍ୟମନ୍ତ୍ରୀଙ୍କ ୨୨ ବର୍ଷ ଶାସନ କାଳରେ ବିଭିନ୍ନ ଜନହିତକର କାର୍ଯ୍ୟ ସାଙ୍ଗକୁ ଉନ୍ନତିମୂଳକ ପଦକ୍ଷେପ ସାରା ରାଜ୍ୟରେ ଲୋକାଭିମୁଖୀ ହୋଇପାରିଥିବାବେଳେ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରତିଟି କ୍ଷେତ୍ରରେ ସାଧାରଣ ଜନତାଙ୍କ ସହ ଯୋଡି ହୋଇ ରହିବାକୁ ଏନଏସି ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟ ନିଜ ଅଭିଭାଷଣରେ ମତ ପ୍ରକାଶ କରିଥିଲେ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି, ବିଧାୟକ ପ୍ରତିନିଧି, କାଉନସିଲର ସମେତ ବହୁ ପୁରୁଖା ବିଜେଡି ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ।

ଉତ୍ତରାୟଣୀ ମନ୍ଦିର ନବୀନ ପଟ୍ଟନାୟକ ବାଲୁଗାଁ ବିଜେଡି ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026

ଖଡ଼ଗପୁର ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ଟ୍ରେନ ବାତିଲ୍

September 11, 2026

“ବନ୍ଧୁ ବାଛିପାରିବେ, କିନ୍ତୁ ପଡ଼ୋଶୀ ନୁହେଁ”: ବ୍ରିକ୍ସ ସମ୍ମିଳନୀ ଉପରେ ସୁପ୍ରିୟା ସୁଲେଙ୍କ ପ୍ରତିକ୍ରିୟା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.