Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାରହା ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର
ଆଞ୍ଚଳିକ

ବାରହା ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର

October 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ସକାଳେ ଚାରମାଳ ରେଞ୍ଜ ହେଲେଇ ଗ୍ରାମରେ ଜଣେ ବ୍ୟକ୍ତି ବାରହା ଆକ୍ରମଣରେ ଗୁରୁତର ହୋଇ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଖବର ହସ୍ତଗତ ହୋଇଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ଚାରମାଳ ରେଞ୍ଜ ହେଲେଇ ଗ୍ରାମର ଧରଣୀଧର ଧଳ ପୋଖରୀକୁ ଶୌଚ ହେବା ପାଇଁ ଯିବା ସମୟରେ ଏକ ଜଙ୍ଗଲୀ ବାରହା ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କର ଗୋଡ, ହାତରେ ଗଭୀର କ୍ଷତ ହୋଇଥିବା ଜଣା ପଡିଛି। ସେ ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ରେଢାଖୋଲ ଡାକ୍ତରଖାନା ଏବଂ ପରେ ପରେ ବୁର୍ଲାଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣା ପଡିଛି।

ଚାରମାଳ ରେଞ୍ଜ ବାରହା ଆକ୍ରମଣ ବୁର୍ଲା ଡାକ୍ତରଖାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.