Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରରେ ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

November 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ ଅକ୍ଟୋବର ୨ ତାରିଖ ଠାରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଥିବା ବେଳେ ଆଜି ଶେଷ ଦିବସ ଥିଲା। ଏହି ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପସଭାପତି ଗୋପୀନାଥ ମହାରଣାଙ୍କ ନେତୃତ୍ୱରେ ବାଣପୁର ବ୍ଲକର ବିଜୁଜନତା ଦଳର ମହିଳା ଏବଂ ପୁରୁଷ କର୍ମୀ ଏକ ବିଶାଳ ପଦଯାତ୍ରା କରିଥିଲେ। ପଦଯାତ୍ରାଟି ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ପୀଠରୁ ଆରମ୍ଭ ହୋଇ ଐତିହାସିକ ପଲଟଣ ପଡିଆ ଠାରେ ସମାପ୍ତ ହୋଇଥିଲା।

ଉକ୍ତ ପଦଯାତ୍ରାରେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ଧର୍ମପତ୍ନୀ ତଥା ଖୋର୍ଦ୍ଧା ଜିଲ୍ଲାର ସୁସଂଗଠିକା ସ୍ଵାଗତିକା ଜଗଦ୍ଦେବ, ଖୋର୍ଦ୍ଧା ଜିଲ୍ଲା ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ଗୀତାଞ୍ଜଳି ପାଟ୍ଟଶାଣୀ, ଯୁବ ଛାତ୍ର ଜନତା ଦଳର ସଭାପତି ବିଶ୍ୱଦୀପ ପ୍ରଧାନ, ଯୁବ ସଂଗଠକ ମନୋଜ ପ୍ରଧାନ, ମାନସ ପ୍ରଧାନ ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଆଦି ଯୋଗ ଦେଇଥିଲେ।

ଜନସମ୍ପର୍କ ପଦଯାତ୍ରା ପଲଟଣ ପଡିଆ ପ୍ରଶାନ୍ତ କୁମାର ଜଗଦ୍ଦେବ ବାଣପୁର ବିଜେଡି ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.