Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ବହୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲା: ଗିରଫ ହେଲେ ଫେରାର ଅଭିଯୁକ୍ତ
ଆଞ୍ଚଳିକ

ବାଣପୁରର ବହୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲା: ଗିରଫ ହେଲେ ଫେରାର ଅଭିଯୁକ୍ତ

November 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବହୁ ଚର୍ଚ୍ଚିତ ପଙ୍କାଳ ଗ୍ରାମ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଆଜି ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଲକ୍ଷ୍ମୀଧର ରାଉତରାୟ। ତାଙ୍କୁ ନିକଟସ୍ଥ ଜଙ୍ଗଲ ମଧ୍ୟରୁ ଗିରଫ କରାଯାଇଥିବାର ଜଣାପଡିଛି। ଏନେଇ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି।

ତେବେ ଖୁବ ଶୀଘ୍ର ଉକ୍ତ ହତ୍ୟାକାଣ୍ଡରେ ଫେରାର ଥିବା ଲକ୍ଷ୍ମୀଧରଙ୍କ ଅନ୍ୟ ଦୁଇ ଭାଇ ମଧ୍ୟ ଗିରଫ ହେବେ ବୋଲି ଏସଡିପିଓ ଶ୍ରୀ ବାରିକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନା ଥାଉକି ଅକ୍ଟୋବର ୧୦ ତାରିଖ ଦିନ ପଙ୍କାଳ ଗ୍ରାମର ସୁବାସ ରାଉତରାୟଙ୍କ ତିନି ଭାଇ ସୁବାସ ଏବଂ ତାଙ୍କ ଧର୍ମପତ୍ନୀ ମିନାକ୍ଷୀ ରାଉତରାୟଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ବେଳେ ମିନାକ୍ଷୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେବେଠାରୁ ସମସ୍ତ ଅଭିଯୁକ୍ତ ଫେରାର ଥିବା ବେଳେ ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓଙ୍କୁ ତତ୍ୱାବଧାନରେ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା ଅଭିଯୁକ୍ତମାନଙ୍କ ତଲାସ ଜାରି ରଖିଛନ୍ତି।

ପଙ୍କାଳ ଗ୍ରାମ ଫେରାର ଅଭିଯୁକ୍ତ ବାଣପୁର ହତ୍ୟାକାଣ୍ଡ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.