Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ବାସ୍ଥ୍ୟସେବା ଶିବିର
ଆଞ୍ଚଳିକ

ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ବାସ୍ଥ୍ୟସେବା ଶିବିର

November 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: କଟକ ସ୍ଥିତ ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ର ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ୪୩ ତମ ମେଗା ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ଶିବିରକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ବଲପୁର ପିଡି ଡିଆରଡିଏ ଦିଲ୍ଲୀପ କୁମାର ବଳ ଉଦ୍ଘାଟନ କରିଥିଲେ, ସମ୍ମାନିତ ଅତିଥି ଭାବେ ରେଢ଼ାଖୋଲ ଡ଼ିଏଫଓ ରମାକାନ୍ତ ନାୟକ ଯୋଗ ଦେଇଥିଲେ ା ଟ୍ରଷ୍ଟ ର ମୁଖ୍ୟ ଉପଦେଷ୍ଟା ଏସସିବି ମେଡିକାଲ କଲେଜ ର ଅବସରପ୍ରାପ୍ତ ଅଧକ୍ଷ ପ୍ରଫେସର ଡାକ୍ତର ଦତ୍ତେଶ୍ୱର ହୋତା, ଟ୍ରଷ୍ଟ ର ଅଧକ୍ଷ ଗୋଧନେଶ୍ୱର ହୋତା ଓ ସମ୍ପାଦକ ଆଡ଼ଭୋକେଟ ରାଜେଶ୍ୱର ହୋତା ସ୍ୱାସ୍ଥ୍ୟ ଶିବିର ପରିଚାଳନା କରିଥିଲେ, ଟ୍ରଷ୍ଟ ପକ୍ଷରୁ ରାଜ୍ୟର ୩୦ଟି ଜିଲ୍ଲା ରେ ଏହି ପରି ଶିବିର କରାଯିବା ପରେ ଏବେ ବରିଷ୍ଠ ନାଗରୀକ ମାନଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହେଉଛି।

ଏହି ଶିବିରରେ କଟକ ଏସସିବି ସମେତ ଭୁବନେଶ୍ୱର, ବୁର୍ଲା, ରେଢ଼ାଖୋଲ ର ବିଭିନ୍ନ କ୍ଷେତ୍ରର ପ୍ରତିଷ୍ଠିତ ୨୨ଜଣ ବରିଷ୍ଠ ଓ ବିଶେଷଜ୍ଞ ଡାକ୍ତର ଉପସ୍ଥିତ ରହି ରୋଗୀ ମାନଙ୍କ ଚିକିତ୍ସା କରିଥିଲେ, ରୋଗୀମାନଙ୍କୁ ମାଗଣା ଔଷଧ ଓ ଖାଦ୍ୟ ସହ ସେମାନଙ୍କର ଏକ୍ସରେ, ଏଣ୍ଡୋସ୍କୋପି, ରକ୍ତ ପରୀକ୍ଷା, ଇସିଜି କରାଯାଇଥିଲା, ମୁଖ୍ୟ ଉପଦେଷ୍ଟା ସୂଚନା ଦେଇଛନ୍ତି ଯେ ବରିଷ୍ଠ ନାଗରିକଙ୍କ ପାଇଁ ଏହା ୫ମ ତମ ଶିବିର ଥିଲା, ସୁନ୍ଦରଗଡ ଜିଲାରେ ହେବାକୁ ଯାଉଥିବା ଆସନ୍ତା ଶିବିରରେ ବୟସ୍କଙ୍କ ସହ ଶିଶୁ ମାନଙ୍କୁ ମଧ୍ୟ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ଟ୍ରଷ୍ଟ ତରଫରୁ କୁହାଯାଇଛି।

ନାକଟିଦେଉଳ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.