Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ବରର ସ୍ବାମୀଜୀ ପବ୍ଲିକ ସ୍କୁଲରେ ପାଳିତ ହେଲା ଶିଶୁ ଦିବସ
ଆଞ୍ଚଳିକ

ଭୁବନେଶ୍ବରର ସ୍ବାମୀଜୀ ପବ୍ଲିକ ସ୍କୁଲରେ ପାଳିତ ହେଲା ଶିଶୁ ଦିବସ

November 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରର ସ୍ବାମୀଜୀ ପବ୍ଲିକ ସ୍କୁଲରେ ପାଳିତ ହେଲା ଶିଶୁ ଦିବସ

ଭୁବନେଶ୍ବର: ଆଜି ଭୁବନେଶ୍ବରର ଲକ୍ଷ୍ମୀସାଗର କଟକ ରୋଡସ୍ଥିତ ସ୍ବାମୀଜୀ ପବ୍ଲିକ ସ୍କୁଲରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବ୍ୟବସାୟୀ ସୁବଳ ବେହେରା, ସ୍ଥାନୀୟ କର୍ପୋରେଟର ଭରତ ଲେଙ୍କା, ସମାଜସେବୀ ଉମେଶ ଖଣ୍ଡେଲୱାଲା ଏବଂ ପ୍ରଦୀପ ଦାସ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତାର ଆୟୋଜନ କରାଯାଇଥିଲା। ଏଥିରେ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ।

ସେହିପରି ଶିକ୍ଷକଶିକ୍ଷୟତ୍ରୀ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହାକୁ ସଂଧ୍ୟାରାଣୀ ପାଇକରାୟ ଏବଂ ଅନ୍ୟମାନେ ପରିଚାଳନା କରିଥିଲେ। ଶେଷରେ ସ୍କୁଲ ଅଧ୍ୟକ୍ଷ ସରୋଜ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.