Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି

November 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି ହୋଇଛି। ଏ ନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଦଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଉକ୍ତ ନିର୍ଦ୍ଦେଶନାମାରେ ସାରା ରାଜ୍ୟର ବିଭିନ୍ନ ଅଣ ସରକାରୀ ସାହାଯ୍ୟପ୍ରାପ୍ତ କଲେଜର ସମୁଦାୟ ୯୪ ଜଣ ଅଧ୍ୟାପକ/ଅଧ୍ୟାପିକା ଙ୍କ ବଦଳି ହୋଇଥିବା ବେଳେ ତନ୍ମଧ୍ୟରୁ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ବନମାଳି ବେହେରା ଅନ୍ୟତମ।

ତାଙ୍କର ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗକୁ ବଦଳି ହୋଇଛି। ସେହିପରି ଭାବେ ଗୋଦାବରୀଶ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପିକା ଜୟଶ୍ରୀ ସାହୁଙ୍କ ଅନୁଗୁଳ ମହିଳା ମହାବିଦ୍ୟାଳୟକୁ ବଦଳି ହୋଇଛି। ତେବେ ଶ୍ରୀ ବେହେରା ଚଳିତ ବର୍ଷ ଫେବୃଆରୀ ୧ ତାରିଖରୁ ଗୋଦାବରୀଶ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ ନେଇଥିବା ବେଳେ ବର୍ତ୍ତମାନ ତାଙ୍କ ବଦଳି ପରେ କିଏ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ହେବ ତାହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ଭାରପ୍ରାପ୍ତ ଅଧ୍ୟକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.