Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ମୋରମ ଚାଲାଣ ବେଳେ ପୋଲିସର ଅତର୍କିତ ଚଢାଉ, ଟିପର ଓ ଜେସିବି ଜବତ, ୪ ଗିରଫ
ଆଞ୍ଚଳିକ

ବାଲୁଗାଁ: ମୋରମ ଚାଲାଣ ବେଳେ ପୋଲିସର ଅତର୍କିତ ଚଢାଉ, ଟିପର ଓ ଜେସିବି ଜବତ, ୪ ଗିରଫ

November 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଧିନସ୍ଥ ଭାଲେରି ପାହାଡ଼ ପାଦ ଦେଶ ବୋରିଆ ସାହି ଜଙ୍ଗଲରୁ ଦୁଇଟି ମୋରମ ବୋଝେଇ ଟିପର ସମେତ ଗୋଟିଏ ଜେସିବି ଗତ କାଲି ବିଳମ୍ବିତ ରାତିରେ ଜବତ କରିଛି ପୋଲିସ। ସୂଚନା ମୁତାବକ ନାଭାଲ୍ ବୁଚୁଡି, ନୂଆଗଡ- ବୋରିଆ ସାହି ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ ମାଫିଆମାନେ ସ୍ଥାନୀୟ ପ୍ରଶାସନକୁ ହାତବାରିସ୍ କରି ବେଧଡକ ମୋରମ ଚାଲାଣ କରୁଥିବାର ବାରମ୍ବାର ଅଭିଯୋଗ ହୋଇଆସୁଥିଲା।

ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବିଳମ୍ବିତ ରାତିରେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅତିରିକ୍ତ ଥାନା ଅଧିକାରିଣୀ ରଶ୍ମିବାଳା ସେଠି, ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ କୁମାର ସାହୁ, ଏଏସଆଇ ତିରୁପତି ନାୟକଙ୍କ ସଦଳବଳେ ମୋରମ ଉତ୍ତୋଳନ ସ୍ଥାନରେ ଅତର୍କିତ ଚଢ଼ାଉ କରି ଦୁଇଟି ଟିପର, ଗୋଟିଏ ଜେସିବି ଜବତ କରିବା ସହ ଚାରି ଜଣ ମୋରମ ମାଫିଆଙ୍କୁ କେଶ ନଂ ୨୪୭/୨୦୨୨ ରେ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଆଗକୁ ଏକ ବଡ଼ ଧରଣର ରାକେଟ ଏଥିରେ କାମ କରୁଥିବା ସନ୍ଧେହ ଥିବା ନେଇ ସମ୍ପୃକ୍ତ ଚାରି ଅଭିଯୁକ୍ତଙ୍କ ନାମ ଗୋପନ ରଖାଯାଇଥିବା ବାଲୁଗାଁ ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଅତର୍କିତ ଚଢାଉ ନାଭାଲ ଫାଣ୍ଡି ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.