Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନୀଳାଦ୍ରିପ୍ରସାଦରେ ଅଗ୍ନିକାଣ୍ଡ, ୩ ଘର ଜଳି ପାଉଁଶ
ଆଞ୍ଚଳିକ

ବାଣପୁର ନୀଳାଦ୍ରିପ୍ରସାଦରେ ଅଗ୍ନିକାଣ୍ଡ, ୩ ଘର ଜଳି ପାଉଁଶ

November 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ନୀଳାଦ୍ରିପ୍ରସାଦରେ ଅଗ୍ନିକାଣ୍ଡ : ୩ ଘର ଜଳି ପାଉଁଶ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନୀଳାଦ୍ରିପ୍ରସାଦ ଗ୍ରାମ ପଞ୍ଚାୟତ ର ମାଳୁଆଝୋଲା ଗ୍ରାମରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିର ପ୍ରକୋପରେ ତିନି ଗୋଟି ଘର ଭସ୍ମୀଭୂତ ହୋଇଯାଇଥିବା ସ୍ଥାନୀୟ ଅଞ୍ଚଳବାସି କହିଛନ୍ତି ।

ସ୍ଥାନୀୟ ଲୋକଙ୍କ ସହାୟତାରେ ଅଳ୍ପ ପରିମାଣରେ ନିଆଁକୁ ଆୟତ କରାଯାଇଥିବା ବେଳେ ବିଳମ୍ବରେ ହେଲେବି ବାଣପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି।

କ୍ଷତିଗ୍ରସ୍ତ ଘର ମାଲିକ ହେଲେ ତ୍ରିନାଥ ଯାନୀ, ଶଙ୍କର ଯାନୀ ଓ କୃଷ୍ଣ ଯାନୀ। ତେବେ ଅଗ୍ନିକାଣ୍ଡ ର ପ୍ରକୃତ କାରଣ ଜାଣିବା ପାଇଁ ବାଣପୁର ଅଗ୍ନିଶମ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିବା ବେଳେ ସମ୍ଭବ ହୋଇପାରି ନାହିଁ।

ଅଗ୍ନିକାଣ୍ଡ ନୀଳାଦ୍ରିପ୍ରସାଦ
Share. Facebook Twitter LinkedIn Email WhatsApp Copy Link

Related Posts

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026
Latest News

ବିହାରରେ ଅଘଟଣ: ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ୬ ଶିଶୁ

September 21, 2026

କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ

September 21, 2026

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.