Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଭୋଟର ଅନଲାଇନ ପଞ୍ଜିକରଣ କର୍ମଶାଳା ଅନୁଷ୍ଠିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଭୋଟର ଅନଲାଇନ ପଞ୍ଜିକରଣ କର୍ମଶାଳା ଅନୁଷ୍ଠିତ

December 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟୟନ କକ୍ଷରେ ନୂତନ ଭୋଟର ଅନଲାଇନ ପଞ୍ଜିକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମଶାଳାରେ ଅଧ୍ୟକ୍ଷତା କରିଥିଲେ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି।

ଉପଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କୁ ଅନଲାଇନ ଭୋଟର ପଞ୍ଜିକରଣର ତାଲିମ ଦିଆଯାଇଥିଲା। ୨୦୦୫ ଅକ୍ଟୋବର ୧ ପୁର୍ବରୁ ଜନ୍ମ ହୋଇଥିବା ଛାତ୍ରଛାତ୍ରୀମାନେ ଉକ୍ତ କର୍ମଶାଳାରେ ଭାଗନେବା ସହ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଏକାଧିକ ଛାତ୍ରଛାତ୍ରୀ ଭୋଟର ପଞ୍ଜିକରଣ ଅନଲାଇନ ମାଧ୍ୟମରେ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡ଼ିଓ ବୁଲବୁଲ ବେହେରା, ଅତିରିକ୍ତ ତହସିଲଦାର ସାହୀନ ନାଜ, ପ୍ରାଧ୍ୟାପକ ବିନାୟକ ହୋତା ଆଦି ଛାତ୍ରଛାତ୍ରୀଙ୍କୁ ସହଯୋଗ କରିଥିବା ବେଳେ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ା ଏସପିଏନଏସ ବର୍ମା ଏହାକୁ ପରିଚାଳନା କରିଥିଲେ।

ଅନଲାଇନ ପଞ୍ଜିକରଣ ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ମା’ ଭଗବତୀଙ୍କ ପୀଠରେ ପ୍ରସିଦ୍ଧ ଭେଟ ଯାତ୍ରା: ଏହି ଦିନ ଦୁଇ ଭଉଣୀଙ୍କ ହେବ ଅପୂର୍ବ ମିଳନ ଉତ୍ସବ

October 9, 2026
Latest News

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026

ଭୁବନେଶ୍ୱରରେ କାର୍‌ର ସିରିଜ୍ ଦୁର୍ଘଟଣା, ୭ ବାଇକ୍‌କୁ ଧକ୍କା; ୩ ଆହତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.