Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୃତୀୟ ଦିନରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ: ଆଜି ଘେରିମୁକ୍ତ ହେଲା ୧୧୫ ହେକ୍ଟର ଅଞ୍ଚଳ
ଆଞ୍ଚଳିକ

ତୃତୀୟ ଦିନରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ: ଆଜି ଘେରିମୁକ୍ତ ହେଲା ୧୧୫ ହେକ୍ଟର ଅଞ୍ଚଳ

December 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ ଜାରି ରହିଛି। ଏକ ସପ୍ତାହ ମଧ୍ୟରେ ଦୁଇ ଦୁଇ ଥର ଘେରି ଉଚ୍ଛେଦ ହୋଇଥିବା ବେଳେ ଆଜି ପୁଣି ଉକ୍ତ ଅଭିଯାନ ଚିଲିକା ମଧ୍ୟରେ ଜାରି ରହିଥିଲା।

ଆଜି ବଡ଼କୂଳ ଆଇଏନଏସ ଚିଲିକା ସୀମା ଠାରୁ ବାଲୁଗାଁ ପର୍ଯ୍ୟନ୍ତ ପ୍ରାୟ ୧୧୫ ହେକ୍ଟର ଅଞ୍ଚଳ ଘେରିମୁକ୍ତ ହୋଇଥିବା ବେଳେ ପାଖାପାଖି ୨ କୁଇଣ୍ଟାଲ ଜିରୋ ନେଟ ନଷ୍ଟ କରାଯାଇଛି। ଉକ୍ତ ଘେରି ଉଚ୍ଛେଦ ଅଭିଯାନରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ଚିଲିକା ତହସିଲଦାର ପ୍ରଦୀପ କୁମାର ସାହୁ, ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ, ବଡ଼କୁଳ ଆରଆଇ ମଞ୍ଜୁଲତା ସାହୁ, ଚିଲିକା ଡ଼ିଏଫଓ (ମତ୍ସ୍ୟ) ଶଶାଙ୍କ ଶେଖର ସାହୁ ଓ ଟିମ ସାମିଲ ଥିଲେ।

ଉଚ୍ଚ ନ୍ୟାୟାଳୟ ଘେରି ଉଚ୍ଛେଦ ଅଭିଯାନ ଚିଲିକା ଜିଲ୍ଲା ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଚିଲିକାରେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦଙ୍କ ବିଶେଷ ଜନସମ୍ପର୍କ ଅଭିଯାନ

July 19, 2026
Latest News

ଆଉ କେତେ ଦିନ ଟିମ୍ ଇଣ୍ଡିଆର ପ୍ରଶିକ୍ଷକ ରହିବେ ଗୌତମ ଗମ୍ଭୀର?: ଜାଣନ୍ତୁ BCCI ର ଚୁକ୍ତି

July 25, 2026

ଶ୍ରୀଲଙ୍କା ସିରିଜ ପରେ ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ: ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!

July 25, 2026

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.