Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ୧୬ ନମ୍ବର ଜାତୀୟ ରାଜପଥରେ ଓଲଟିଲା ପଥର ବୋଝେଇ ଟ୍ରକ, ଯାତାୟାତ ବାଧାପ୍ରାପ୍ତ
ଆଞ୍ଚଳିକ

ଟାଙ୍ଗୀ ୧୬ ନମ୍ବର ଜାତୀୟ ରାଜପଥରେ ଓଲଟିଲା ପଥର ବୋଝେଇ ଟ୍ରକ, ଯାତାୟାତ ବାଧାପ୍ରାପ୍ତ

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ୧୬ ନଂ ଜାତୀୟ ରାଜପଥ କୟଥ ପଲା ଛକ ନିଜଟରେ ଭାରସାମ୍ୟ ହରାଇ ଓଲଟିଲା ପଥର ବୋଝେଇ ୪୦୭ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଚାଳକ। ଘଟଣା ସ୍ଥଳରୁ ଚାଳକ ଫେରାର ହୋଇଯାଇଥିବା ବେଳେ ରାସ୍ତାରେ ଗାଡି ଚଳା ଚଳ ବନ୍ଦ ରହିଛି।

ରାସ୍ତାର ଉଭୟ ପଟରେ ଲମ୍ବି ରହିଛି ଶହ ଶହ ଗାଡି। ପଥର ବୋଝେଇ ୪୦୭ ଟି ଟାଙ୍ଗୀରୁ ବାଲୁଗାଁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଖବର ପାଇ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ କ୍ଳିଅର କରୁଥିବା ଦେଖାଯାଇଛି।

ଜାତୀୟ ରାଜପଥ ଟାଙ୍ଗୀ ଯାତାୟାତ ବାଧାପ୍ରାପ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.