Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ
ଆଞ୍ଚଳିକ

ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ

ବେଗୁନିଆ: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବେଗୁନିଆ ଥାନା ଅନ୍ତର୍ଗତ ଅସରାଳ ଏବଂ କୋଟସିଂହ ଗ୍ରାମର ଦେଶୀ ମଦ ଭାଟି ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ୬ ହଜାର ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୩୪୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦେଇଛି। ଜବତ ଜିନିଷର ଆନୁମାନିକ ମୂଲ୍ୟ ୩ ଲକ୍ଷ ୫୧ ହଜାର ଟଙ୍କା ହେବ ବୋଲି ଜଣାପଡିଛି ।

ଉକ୍ତ ଚଢ଼ାଉରେ ବେଗୁନିଆ ତହସିଲଦାର ପୃଥ୍ଵୀରାଜ ମଣ୍ଡଳ,ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ,ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏସଆଇ ବି. ମନୋଜ କୁମାର, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା, ଜଟଣୀ ଓ ବେଗୁନିଆ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଅର୍ଣ୍ଣବ ବର୍ଷାରେ ଉଜୁଡ଼ିଲା ଚାଷ: ବିଷ ପିଇ ଜୀବନ ହାରିଲେ ଚାଷୀ

November 1, 2026

ରାଜସୁନାଖଳାରେ ରାଜ୍ୟସ୍ତରୀୟ ‘ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୬’

November 1, 2026

ବଧିପାଟଣା ବିଦ୍ୟାଳୟରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବିଜୟା ମିଶ୍ରଙ୍କୁ ଭାବପୂର୍ଣ୍ଣ ସମ୍ବର୍ଦ୍ଧନା

November 1, 2026

ବାଣପୁରରେ ବିଭିନ୍ନ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

November 1, 2026
Latest News

୩ ଜିଲ୍ଲାରେ ଘରକୁ ଘର ସର୍ଭେ ଅବଧି ବୃଦ୍ଧି

November 2, 2026

ହାଇଦ୍ରାବାଦରେ ଜନସ୍ୱାସ୍ଥ୍ୟ ଉପରେ ଆଦିବାସୀ ଚିକିତ୍ସକଙ୍କ ଜାତୀୟ ଓରିଏଣ୍ଟେସନ କାର୍ଯ୍ୟକ୍ରମ

November 2, 2026

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ଆସନ୍ତାକାଲିଠୁ ଟ୍ରେନ୍ ସେବା ବାତିଲ୍, ଦେଖନ୍ତୁ ତାଲିକା

November 2, 2026

ହୋଟେଲରେ ଗଣ୍ଡଗୋଳ ଓ ଭଙ୍ଗାରୁଜା ଅଭିଯୋଗରେ ୯ ଅଭିଯୁକ୍ତ ଗିରଫ

November 2, 2026

ଭିବି-ଜି ରାମ ଜି ଆଇନ ଅଧୀନରେ ଅଭିଯୋଗ ସମାଧାନ ନିୟମ ଜାରି

November 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.