Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ
ଆଞ୍ଚଳିକ

ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଗୁନିଆରେ ଅବକାରୀ ଚଢ଼ାଉ: ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ନଷ୍ଟ

ବେଗୁନିଆ: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବେଗୁନିଆ ଥାନା ଅନ୍ତର୍ଗତ ଅସରାଳ ଏବଂ କୋଟସିଂହ ଗ୍ରାମର ଦେଶୀ ମଦ ଭାଟି ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ୬ ହଜାର ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୩୪୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦେଇଛି। ଜବତ ଜିନିଷର ଆନୁମାନିକ ମୂଲ୍ୟ ୩ ଲକ୍ଷ ୫୧ ହଜାର ଟଙ୍କା ହେବ ବୋଲି ଜଣାପଡିଛି ।

ଉକ୍ତ ଚଢ଼ାଉରେ ବେଗୁନିଆ ତହସିଲଦାର ପୃଥ୍ଵୀରାଜ ମଣ୍ଡଳ,ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ,ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏସଆଇ ବି. ମନୋଜ କୁମାର, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା, ଜଟଣୀ ଓ ବେଗୁନିଆ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.