Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଦ ଜ୍ଞାନ ସପ୍ତାହ କାର୍ଯ୍ୟକ୍ରମ ଉଦଘାଟିତ
ଆଞ୍ଚଳିକ

ବେଦ ଜ୍ଞାନ ସପ୍ତାହ କାର୍ଯ୍ୟକ୍ରମ ଉଦଘାଟିତ

December 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ନିକଟରେ ଥିବା କୃଷ୍ଣ ଦ୍ବିପାୟନ ବେଦ ପାଠଶାଳାରେ ବେଦ ଜ୍ଞାନ ସପ୍ତାହ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି। ଏହି ଉଦଘାଟନି କାର୍ଯ୍ୟକ୍ରମରେ ଅତିଥି ଭାବେ ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ତିରୁପତି ଜାତୀୟ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ପ୍ରଫେସର ଡାଃ ସତ୍ୟ ନାରାୟଣ ଆଚାର୍ଯ୍ୟ, ରଣପୁର ତହସିଲଦାର ପ୍ରଭାକର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଭାରତ ସରକାରଙ୍କ ମହର୍ଷି ସନ୍ଦୀପନୀ ରାଷ୍ଟ୍ରୀୟ ବେଦ ପ୍ରତିଷ୍ଠାନ ଉଜ୍ଜୟନୀ ଶିକ୍ଷା ମନ୍ତ୍ରଣାଳୟର ପ୍ରଫେସର ଡାଃ ସତ୍ୟ ନାରାୟଣ ଆଚାର୍ଯ୍ୟ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଅଖିଳ ବେଦ ଶାସ୍ତ୍ର ଧର୍ମ ସମ୍ପର୍କରେ ବୁଝାଇଥିଲେ।

ସୁଧାକର ପଣ୍ଡା, ଡାଃ କଳ୍ପନା ରଥ, ପ୍ରଫେସର ପ୍ରମୋଦ କୁମାର ନନ୍ଦ, ଡାଃ. ନୀଳାଚଳ ମିଶ୍ର, ପ୍ରଫେସର ବିଜୟ କୁମାର ଜେନା ପ୍ରମୁଖ ବେଦ ପାଠ ଚକ୍ର ଉପରେ ଏହି ପାଠଶାଳାର ପ୍ରତିଷ୍ଠାତା ଅଶୋକ କୁମାର ମହାପାତ୍ର, ସନ୍ତୋଷ କୁମାର ଆଚାର୍ଯ୍ୟଙ୍କ ସହ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ଇସଲାମ ଧର୍ମ ଛାଡି ସନାତନ ଧର୍ମ ଗ୍ରହଣ କଲେ ମହମ୍ମଦ ଅହସାନ: ଆଇନଗତ ଅନୁମତି ଦେଲେ କୋର୍ଟ

June 1, 2026

ଆଜି ଜୁନ ୦୧ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ଯାନବାହନ ପ୍ରତି ରୁହନ୍ତୁ ସାବଧାନ

June 1, 2026

ଆଜି ମେ ୩୧ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ସ୍ଵାସ୍ଥ୍ୟ ସମସ୍ୟା

May 31, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.