Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାପୁଜୀ ସରାକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ
ଆଞ୍ଚଳିକ

ବାପୁଜୀ ସରାକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

December 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନାକଟିଦେଉଳ ବ୍ଲକ୍ ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି।

ଏହି କ୍ରୀଡା ଉତ୍ସବକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜିତେନ୍ଦ୍ରୀୟ ପ୍ରଧାନ ଉଦ୍‌ଘାଟନ କରିଥିଲେ। ଦୁଇ ଦିନ ଧରି ଚାଲିଥିବା ଏହି କ୍ରୀଡା ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ନାକଟିଦେଉଳ ତହସିଲ୍‌ଦାର ଇଂ ସୁକାନ୍ତ କୁମାର ନାଏକ , ସମ୍ମାନୀତ ଅତିଥି ଭାବରେ ଡଇଁଚା ଗ୍ରାମ ପଂଚାୟତର ସରପଂଚ ସୌଦାମିନୀ ପ୍ରଧାନ , ଡଇଁଚା ଗ୍ରାମ ପଂଚାୟତର ସମିତି ସଭ୍ୟ ପ୍ରବୀଣ କୁମାର ପ୍ରଧାନ , ମୁଖ୍ୟ ବକ୍ତା ଭାବରେ କିସିଣ୍ଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ଅରୁଣ କୁମାର ପ୍ରଧାନ , ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜିତେନ୍ଦ୍ରୀୟ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

କ୍ରୀଡା ପ୍ରତିଯୋଗୀତାରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଦିଆଯାଇଥିବା ବେଳେ ଚମ୍ପିଆନ୍ ଛାତ୍ରଛାତ୍ରୀମାନଙ୍କୁ ମେଡାଲ୍ ପ୍ରଦାନ କରାଯାଇଥିଲା। ବାଳକ ବିଭାଗ ବରିଷ୍ଠ ବର୍ଗରେ ହରଜିତ୍ ପ୍ରଧାନ, ବାଳକ ବିଭାଗ କନିଷ୍ଠ ବର୍ଗରେ ଆଲୋକ କୁମାର ପ୍ରଧାନ , ବାଳିକା ବରିଷ୍ଠ ବର୍ଗରେ ଚେମିଲି ବିଶ୍ୱାଳ, ବାଳିକା କନିଷ୍ଠରେ ବବିତା ମାହାର ଚମ୍ପିଆନ୍ ହୋଇଥିଲେ। ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିଲେ। ବିଦ୍ୟାଳୟର ଖେଳ ଶିକ୍ଷକ କୁମୁଦବନ୍ଧୁ ସାହୁ ଖେଳ ପରିଚାଳନା କରିଥିବା ବେଳେ ଶିକ୍ଷକ ହଳଧର ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଶିକ୍ଷକ ମଧୁସୂଦନ ରାଉଳ, ତାପସ କୁମାର ପାଢୀ, ପ୍ରଜ୍ଞାପାରମିତା ସାହୁ, ଦେବଦତ ସାହୁ ଦିଲ୍ଲୀପ କୁମାର ପାଣିଗ୍ରାହୀ, ପବିତ୍ର ମୋହନ ପ୍ରଧାନ ପମୁଖ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯାଗ କରିଥିଲେ। ଛାତ୍ରୀମାନଙ୍କ ଦ୍ୱାରା ଚିତାକର୍ଷକ ସ୍ୱାଗତ ନୃତ୍ୟ ପରିବେଷଣ କରାଯାଇଥିଲା।

ଡଇଁଚା ନାକଟିଦେଉଳ ବାର୍ଷିକ କ୍ରୀଡା ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.