Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଣ୍ଡଳ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ: ୧୮୫ ଟି ପ୍ରକଳ୍ପ ପ୍ରଦର୍ଶିତ
ଆଞ୍ଚଳିକ

ମଣ୍ଡଳ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ: ୧୮୫ ଟି ପ୍ରକଳ୍ପ ପ୍ରଦର୍ଶିତ

December 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମଝିଆଖଣ୍ଡ ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।  ରଣପୁର ମଣ୍ଡଳ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ଅଧ୍ୟକ୍ଷତାରେ ଓ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁଙ୍କ ଆବାହକତ୍ବରେ ଅନୁଷ୍ଠିତ ହୋଇଥିବା ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ନିର୍ମଳା ବେହେରା, ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଫୁଲ ପ୍ରଧାନ, ସମ୍ମାନିତ ଅତିଥି ଭାବେ ମଝିଆଖଣ୍ଡ ସରପଞ୍ଚ ମଧୁମିତା ତରାଇ, ସମିତି ସଭ୍ୟ ସୋମ୍ୟ ରଞ୍ଜନ ବେହେରା, ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ଶାନ୍ତିଲତା ଦେଇ, ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ଭାବେ ଏହାର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ଶାନ୍ତିଲତା ଦେଇ, ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ। ମଣ୍ଡଳ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଏଥିରେ ସଭାପତିତ୍ବ କରିଥିଲେ। ଏହି ବିଜ୍ଞାନ ପ୍ରଦର୍ଶନୀରେ ୧୮୫ ଟି ପ୍ରକଳ୍ପ ପ୍ରଦର୍ଶନୀ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷକ ସଙ୍ଘର କର୍ମକର୍ତ୍ତା, ସମସ୍ତ ସାଧନ କେନ୍ଦ୍ର କର୍ମୀ, ସ୍ଥାନୀୟ ବିଦ୍ୟାଳୟ ଓ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା ମଝିଆଖଣ୍ଡ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026
Latest News

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.