Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଲରେ ଧାନ ଚୁରାଉଥିବା ବେଳେ ମେସିନରେ ପସିଲା ଗୋଡ଼, ଯୁବକ ଗୁରୁତର
ଆଞ୍ଚଳିକ

ବାଣପୁର: ବିଲରେ ଧାନ ଚୁରାଉଥିବା ବେଳେ ମେସିନରେ ପସିଲା ଗୋଡ଼, ଯୁବକ ଗୁରୁତର

December 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଖୁଣ୍ଟପଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଲରେ ଧାନ ଚୁରାଉଥିବା ବେଳେ ମେସିନରେ ଗୋଡ଼ ଫସିଯିବାରୁ ଜଣେ  ଯୁବକ ଗୁରୁତର ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ପୂର୍ବାହ୍ନରେ ଖୁଣ୍ଟପଲ୍ଲୀ ଗ୍ରାମର କୈଳାଶ ତରାଇଙ୍କ ପୁଅ ସଞ୍ଜୟ ତରାଇ ବିଲରେ ଧାନ ମେସିନ ସାହାଯ୍ୟରେ ଧାନ ଚୁରାଉଥିବା ବେଳେ ଅସାବଧାନତାବଶତଃ ତାଙ୍କ ଡାହାଣ ଗୋଡ଼ ମେସିନ ମଧ୍ୟକୁ ପଶିଯାଇଥିଲା। ସଞ୍ଜୟ ଚିତ୍କାର କରିବାରୁ ସ୍ଥାନୀୟ ଅଞ୍ଚଳବାସି ତାଙ୍କୁ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ସଞ୍ଜୟଙ୍କ ଅବସ୍ଥା ସଂକଟାପନ ଥିବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବାର ଜଣାପଡିଛି।

ଖୁଣ୍ଟପଲ୍ଲୀ ଗ୍ରାମ ବାଣପୁର ଯୁବକ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026
Latest News

ପୋଲିସ କବଜାରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ: ମୁଣ୍ଡ ଉପରେ ଥିଲା ୨.୨୦ କୋଟିର ପୁରସ୍କାର

September 18, 2026

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର: ବୃଦ୍ଧି ହେବ କି ଫି’?

September 18, 2026

ପୁଅର ଚିକିତ୍ସା ପାଇଁ ଛାଡ଼ିଥିଲେ ଚାକିରି: ମହିଳା ବିଚାରପତିଙ୍କୁ ପୁନଃନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

September 18, 2026

ଟାଟା ସନ୍ସ ବୋର୍ଡର ନିଷ୍ପତ୍ତି : ଆଉ ୫ ବର୍ଷ ପାଇଁ ଟାଟା ଗ୍ରୁପର ମଙ୍ଗ ଧରିବେ ଏନ୍. ଚନ୍ଦ୍ରଶେଖରନ

September 18, 2026

ସାବଧାନତାର ସହ ବ୍ୟବହାର କରନ୍ତୁ ବ୍ଲୁଟୁଥ୍ ନଚେତ୍‌ ହ୍ୟାକ୍ ହୋଇପାରେ ବ୍ଲୁଟୁଥ୍ ଡିଭାଇସ୍‌

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.