Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆଜି ପୁଣି ଦେଶୀ ମଦ ଜବତ କଲା ଅବକାରୀ ବିଭାଗ, ସ୍କୁଟି ଜବତ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଣପୁର: ଆଜି ପୁଣି ଦେଶୀ ମଦ ଜବତ କଲା ଅବକାରୀ ବିଭାଗ, ସ୍କୁଟି ଜବତ, ଅଭିଯୁକ୍ତ ଗିରଫ

December 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ମଦ କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ପୋଲିସ ଓ ଅବକାରୀ ଚଢ଼ାଉ କରିବା ସତ୍ତ୍ୱେ ମଦ ବେପାରି ନଛୋଡବନ୍ଧା। ଗତକାଲି ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ଅବକାରୀ ବିଭାଗ ଏକ ଦେଶୀ ମଦ ବୋଝେଇ ଅଟୋ ଜବତ କରିଥିବା ବେଳେ ଆଜି ପୁଣି ଉକ୍ତ ଅଞ୍ଚଳରୁ ଦେଶୀ ମଦ ଜବତ କରିଛି।

ଖବର ମୁତାବକ ଆଜି ସକାଳେ ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା ପାଟ୍ରୋଲିଂ କରୁଥିବା ବେଳେ ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ଏକ ସ୍କୁଟି ଜବତ କରିବା ସହ ତନ୍ମଧ୍ୟରୁ ୯୦ ଲିଟର ଦେଶୀ ମଦ ଜବତ କରିଛନ୍ତି। ସ୍କୁଟି ଚାଳକ ସୁମନ୍ତ ବରାଳ (୩୪) ଗିରଫ ହୋଇଥିବା ବେଳେ ତାଙ୍କ ବିରୁଦ୍ଧରେ ଅବକାରୀ ବିଭାଗ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ଗିରଫ କୋର୍ଟ ଚାଲାଣ ବାଣପୁର ସ୍କୁଟି ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ!: ଗିରଫ ହେଲେ ଅଭିଯୁକ୍ତ

June 8, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026
Latest News

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.