Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଘୋଷ ଅଭ୍ୟାସବର୍ଗ ଉଦଯାପିତ
ଆଞ୍ଚଳିକ

ବାଣପୁରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଘୋଷ ଅଭ୍ୟାସବର୍ଗ ଉଦଯାପିତ

December 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର, ଚିଲିକା, ରଣପୁର ଓ ଟାଙ୍ଗୀ ଖଣ୍ଡର ଦୁଇ ଦିନ ବ୍ୟାପି ଘୋଷ ଅଭ୍ୟାସବର୍ଗ ଆଜି ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ଶତାଧିକ ସ୍ୱୟଂସେବକଙ୍କ ଦ୍ୱାରା ଏକ ପଥ ସଂଚଳନ ସ୍ଥାନୀୟ ଶିଶୁମନ୍ଦିର ଠାରୁ ବାହାରି ପଲଟନ ପଡିଆଠାରେ ସମାପ୍ତ ହୋଇଥିଲା। ଏହାପରେ ପଲଟନ ପଡିଆର ଛାୟା ମଣ୍ଡପରେ ଏକ ଉଦବୋଧନୀ ସଭା ଅନୁଷ୍ଠିତ ହୋଇଥିଲା।

ବାଣପୁର ଖଣ୍ଡ ସଂଘଚାଳକ ସତ୍ୟନାରାୟଣ ଷଡ଼ଙ୍ଗୀଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ମହାଲେଖାଗାର ଅବସରପ୍ରାପ୍ତ ବରିଷ୍ଠ ନିରୀକ୍ଷକ ପ୍ରଶାନ୍ତ ମହାପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୁରୀ ବିଭାଗ ପର୍ଯ୍ୟାବରଣ ସଂଯୋଜକ ନିରଞ୍ଜନ ସାହୁ ଯୋଗଦେଇଥିଲେ। ପଥ ସଂଚଳନ ସମୟରେ ବାଣପୁର ପୋଲିସ ଏବଂ ମେଡିକାଲ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ ମିଳିଥିଲା।

ବାଣପୁର ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ NSS ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

September 8, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.